Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ରୁମରେ ତାଲା ପକାଇ ୧୦ ଦିନ ଗଣଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
July 29, 2021
in Crime, State
ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ  ରୁମରେ ତାଲା ପକାଇ ୧୦ ଦିନ ଗଣଦୁଷ୍କର୍ମ
131
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ୧୦ ଦିନ ଅଜଣା ଘରେ ରଖି ଗଣଦୁଷ୍କର୍ମ । ଗତ ୧୪ ତାରିଖ କେଦାରପୁର ଅଂଚଳରୁ ଜଣେ ନାବାଳିକାଙ୍କୁ ସିମୁଳିଆ ଥାନା ପାଉସିଆପଦାର ସମ୍ପର୍କୀୟ ଭିଣୋଇ ବିଦ୍ୟକ୍ଷଧର ବେହେରା ଓ ସେହି ଗ୍ରାମର ଜାକସନ ମକ୍ଷଝି କେଦାରପୁର ଅଂଚଳରୁ ଉଠାଇ ନେଇ ୧୦ ଦିନ ଧରି ସୋର ସହରରେ ଏକ ଘରେ ରଖି ଦୁଷ୍କର୍ମ କରିଥିବା ଅଭିଯୋଗ । ଦିନରେ ରୁମରେ ତାଲା ପକାଇ ରଖୁଥିଲେ ରାତିରେ ଦୁଷ୍କର୍ମ କରୁଥିଲେ । ଘଟଣା ପ୍ରକାଶ କଲେ ନାବାଳିକାର ଅଶ୍ଳୀଳ ଫଟୋ ଭାଇରାଲ କରିବା ସହ ମାରିଦେବା ଧମକ ଦେଇଥିଲେ । ଗତ ୨୭ ତାରିଖ ରାତି ୧୦ଟା ୩୦ ମିନିଟ୍ ସମୟରେ ନାବାଳିକାଙ୍କୁ ତାଙ୍କ ଘର ଆଗରେ ୬ ଜଣ ଯୁବକ ଛାଡି ଚାଲି ଯାଇଥିଲେ । ଗୁରୁବାର ନାବାଳିକାଙ୍କ ମା’ ସୋର ପୋଲିସଠାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!