Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରୀକୁ ଦୁଷ୍କର୍ମ କଲେ ଶିକ୍ଷକ

by ସଞ୍ଜୟ ସ୍ୱାଇଁ
April 12, 2021
in Crime, State
ଅନୈତିକ ସଂପର୍କ ମହଙ୍ଗା ପଡିଲା:ପୁଅ ପାଇଁ ମାଆକୁ ଛୁରା ମାଡ଼
318
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା): ଗୁରୁ-ଶିଶ୍ୟ ପବିତ୍ର ସଂପର୍କରେ ପୁଣି ଥରେ କଳଙ୍କର ଛିଟା ଲାଗିଛି । ଛାତ୍ରୀ ଉକ୍ତ ସ୍କୁଲର ଜଣେ ଶିକ୍ଷକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏଭଳି ଖବର ଆସିଛି କଟକ ମହାନଗର ଅଞ୍ଚଳରୁ । ଅଭିଯୋଗ ପରେ ପୁଲିସ ଏକ ମାମଲା ଋଜୁ କରି ଶିକ୍ଷକକୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି । ସୂଚନାନୁସାରେ, କଟକ ମହାନଗର ଅଞ୍ଚଳରେ ଗତ ୯ତାରିଖରେ ଜଣେ ଶିକ୍ଷକ ତାଙ୍କ ଛାତ୍ରୀକୁ ବୁଲାଇ ନେବା ବାହାନାକରି ମାଲଗୋଦାମ ଥାନା ଅଞ୍ଚଳର ଏକ ହୋଟେଲକୁ ନେଇ ଯାଇଥିଲେ । ସେଠାରେ ଛାତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଛାତ୍ରୀ ଏନେଇ ପରିବାର ଲୋକଙ୍କୁ କହିବା ପରେ ପରିବାର ଲୋକ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତିକରି ମଧୁପାଟଣା ପୁଲିସ ଅଭିଯୁକ୍ତ ଶିକ୍ଷକକୁ ଥାନାକୁ ଆଣି ପଚରାଉଚରା କରିଥିବା ବେଳେ ପିଡିତା ଛାତ୍ରୀଙ୍କ ବୟାନ ରେକର୍ଡ କରାଯାଇଥିବା ସୂଚନା ମିଳିଛି

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!