Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
April 14, 2021
in Crime, State
ପୁଣି ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ
482
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନାବାଳିକା ଦୁଷ୍କର୍ମ ଥମିବାର ନା ଗନ୍ଧ ଧରୁନଥିବା ବେଳେ ଦିନକୁ ଦିନ ଏହି ଘଟଣା ବଢି ଛାଲିଛି । ଷ୍ଟିଲସିଟିରେ ରାଉଲକେଲା ପୁଣି ଥରେ ଏକ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ବନ୍ଧମୁଣ୍ଡା ଥାନାରେ ଅଭିଯୋଗ ହୋଇଛି । ସୂଚନାନୁସାରେ, ବନ୍ଧଗୁଣ୍ଡା ଥାନା ଅଞ୍ଚଳରେ ଜଣେ ୧୨ବର୍ଷର ନାବାଳିକା ଦୋକାନକୁ ବିସ୍କୁଟ ଆଣିବା ପାଇଁ ଯାଇଥିବା ବେଳେ ଅଘଟଣ ଘଟିଥିଲା । ଅଭିଯୁକ୍ତ ଜଣକ ଉକ୍ତ ନାବାଳିକାକୁ ଡାକି ନେଇ ଦୁଷ୍କର୍ମ କରିଥିଲା । ନାବାଳିକା ଜଣକ ଅଭିଯୁକ୍ତ କବଳରୁ ଖସି ଆସି ଏ ସଂପର୍କରେ ପରିବାର ଲୋକଙ୍କୁ ଜଣାଇଥିଲା । ଝିଅ ଠାରୁ ସମସ୍ତ ଘଟଣା ଜାଣିବା ପରେ ପରିବାର ଲୋକ ବନ୍ଧମୁଣ୍ଡା ଥାନାରେ ଅଭିଯୋଗ କରିଥିଲେ । ବନ୍ଧମୁଣ୍ଡା ପୁଲିସ୍ ଥାନାରେ ଏକ ମାମଲା ଋଜୁ କରି ତଦନ୍ତ କରି ଅଭିଯୁକ୍ତ କରୋନ ଲାକ୍ରାକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!