Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମିକ ଆଗରେ ପ୍ରେମିକାକୁ ଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
December 2, 2024
in Crime, State
ପ୍ରେମିକ ଆଗରେ ପ୍ରେମିକାକୁ ଦୁଷ୍କର୍ମ
221
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ପୁଣି ଏକ ଦୁଷ୍କର୍ମ ଅଭିଯୋଗ। ଅଭିଯୋଗ ଆସିଛି ସମ୍ବଲପୁରରୁ ପ୍ରେମିକ ଆଗରେ ତାଙ୍କ ପ୍ରେମିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଘଟଣା ସମ୍ବଲପୁରର ବାମରା ଅଞ୍ଚଳରେ ଘଟିଛି । ପୀଡ଼ିତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ଅଭିଯୋଗ ପାଇବା ପରେ ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ଘଟଣାକୁ ନେଇ ସାରା ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି ହୋଇଛି । ଦୁଷ୍କର୍ମ ଅଭିଯୁକ୍ତଙ୍କୁ କଠୋରରୁ ଅତି କଠୋର ଦଣ୍ଡ ଦେବାକୁ ସାଧାରଣରେ ଦାବି ହେଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!