Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପି ବିଧାୟକଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ, ବିଧାନ ସଭା ଓ କାରରେ ଦୁଷ୍କର୍ମ କରିଥିଲେ

by ସଞ୍ଜୟ ସ୍ୱାଇଁ
September 27, 2024
in Crime, NATIONAL NEWS
ସାତ ବର୍ଷର ଝିଅକୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା
77
VIEWS
Share on FacebookShare on Twitter

ବେଙ୍ଗାଲୁରୁ, (ବାଘୁଆବାର୍ତ୍ତା): କର୍ଣ୍ଣାଟକର ବିଜେପି ବିଧାୟକ ଏନ୍ ମୁନିରତ୍ନଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିବା ମହିଳା ଏବେ ଥାନାରେ ସାଂଘାତିକ ଅଭିଯୋଗ କରିଛନ୍ତି । ବିଧାୟକ ତାଙ୍କୁ ରାଜ୍ୟ ବିଧାନସଭା ଓ ତାଙ୍କ ସରକାରୀ ଗାଡ଼ି ଭିତରେ ଦୁଷ୍କର୍ମ କରିଥିବା ମହିଳା ଜଣଙ୍କ ଅଭିଯୋଗରେ ଲେଖିଛନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ସାମ୍ନାକୁ ଆସିଛି । ଆରଆର୍ ନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଦୁଷ୍କର୍ମ ଓ ହନି ଟ୍ରାପ୍ ଅଭିଯୋଗରେ ଗିରଫ ହେବା ପରେ ବର୍ତ୍ତମାନ ବିଚାର ବିଭାଗୀୟ ହାଜତରେ ରହିଛନ୍ତି। ବିଧାୟଙ୍କୁ ବର୍ତ୍ତମାନ ଏସଆଇଟି ହେପାଜତରେ ନେଇଛି । ହେଲେ ବିଧାୟକ କିନ୍ତୁ ଅଭିଯୋଗକୁ ସମ୍ପୂର୍ଣ୍ଣ ମିତ୍ୟା ବୋଲି କହିଛନ୍ତି। କର୍ଣ୍ଣାଟକ ବିଧାୟକଙ୍କ କଳା କାରନାମା। କର୍ଣ୍ଣାଟକ ବିଜେପି ବିଧାୟକ ଏନ୍ ମୁନିରତ୍ନଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ। ପୀଡ଼ିତା ମହିଳା କରିଛନ୍ତି ଚାଞ୍ଚଲ୍ୟକର ଖୁଲାସା। ବିଧାୟକ କରିଥିଲେ ବିଧାନସଭା ଓ ନିଜ କାର ଭିତରେ ଦୁଷ୍କର୍ମ। ଆରଆର୍ ନଗର ନିର୍ବାଚନ ମଣ୍ଡଳୀର ବିଧାୟକ ବିତାର ବିଭଗୀୟ ହାଜତରେ ଅଛନ୍ତି। ଦୁଷ୍କର୍ମ ଓ ହନି ଟ୍ରାପ୍ ଅଭିଯୋଗରେ ଗିରଫ ହୋଇଛନ୍ତି ଏନ୍ ମୁନିରତ୍ନ। ବିଧାୟଙ୍କୁ ବର୍ତ୍ତମାନ ଏସଆଇଟି କଷ୍ଟିଡିକୁ ନେଇଛି। ବିଧାୟକ କିନ୍ତୁ ଅଭିଯୋଗକୁ ସମ୍ପୂର୍ଣ୍ଣ ମିତ୍ୟା ବୋଲି କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!