Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମକରରେ ଗଣଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
January 14, 2021
in State
ମହିଳାଙ୍କୁ ଦୁଷ୍କର୍ମ ଘଟଣା
752
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବର୍ତ୍ତା): ମକର ବୁଡ଼ ପକାଇବାକୁ ଯାଇ ଆଜି ଗଣଦୁଷ୍କର୍ମର ଶିକାର ହୋଇଛନ୍ତି ଜଣେ ଯୁବତୀ। ଏନେଇ ମୟୂରଭଞ୍ଜ ଟାଉନ ଥାନାରେ ଅଭିଯୋଗ ହେବା ପରେ ପୁଲିସ୍‌ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ମକର ବୁଡ଼ ପକାଇବାକୁ ଆଜି ଭୋରରୁ ଯୁବତୀଜଣକ ଘରୁ ଏକୁଟିଆ ନିକଟସ୍ଥ ନଦୀକୁ ବାହାରିଥିଲେ। ଏହାର ସୁଯୋଗ ନେଇ ଉକ୍ତ ସାହିର ୨ ଯୁବକ ତାଙ୍କୁ ପିଛା କରିଥିଲେ। ଏହାପରେ ନଦୀ ପଠାରେ ଯୁବତୀଙ୍କୁ ଏକୁଟିଆ ପାଇ ଗଣଦୁଷ୍କର୍ମ କରିଥିଲେ। । ମାତ୍ର ଯୁବତୀଜଣକ ଚିତ୍କାର କରିବାରୁ ସେମାନେ ସେଠାରୁ ଫେରାର ହୋଇଯାଇଥିଲେ। ଘରକୁ ଫେରି ଏନେଇ ଯୁବତୀଜଣକ ପରିବାର ଲୋକଙ୍କୁ କହିବା ପରେ ଏନେଇ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ୍‌ ତଦନ୍ତ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!