Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ !

by ସଞ୍ଜୟ ସ୍ୱାଇଁ
March 2, 2025
in Crime, State
ନବମ ଶ୍ରେଣୀ ଛାତ୍ରୀଙ୍କୁ ତିନି ମାସ ଗଣ ଦୁଷ୍କର୍ମ
56
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୁଲିସ୍ । ସୁନ୍ଦରଗଡ଼ ଚାନ୍ଦିପୋଷ ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି ଅଭାବନୀୟ ଘଟଣା। ନାବାଳିକା ଜଣକ ପରିବାର ଲୋକଙ୍କ ସହ ବସ ଯୋଗେ ପିନ୍ଧାନୀ କାର୍ୟ୍ୟକ୍ରମକୁ ଯାଇଥିଲେ। ଏହି ସମୟରେ ନାବାଳିକା ବସରେ ଏକୁଟିଆ ଶୋଇଥିବା ବେଳେ ବସର ଖଲାସୀ ନାବାଳିକା ଜଣଙ୍କୁ ଜୋରଜବରଦସ୍ତ ଦୁର୍ଷ୍କମ କରିଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ପରିବାର ଲୋକେ ଚାନ୍ଦିପୋଷ ଥାନାର ଦ୍ବାରସ୍ଥ ହୋଇଥିବା ବେଳେ ଦୁଇ ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!