Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ

by ସଞ୍ଜୟ ସ୍ୱାଇଁ
September 22, 2024
in Crime, State
ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ
46
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ପୁଣି ଲଜ୍ଜା। ରାଉରକେଲା ପ୍ଲାଣ୍ଟ ସାଇଟ ଥାନା ଅଂଚଳରେ ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ପ୍ଲାଣ୍ଟସାଇଟ ଥାନାରେ ଏ ନେଇ ହୋଇଛି ଅଭିଯୋଗ। ଗତକାଲି ରାତିରେ ଦୁଇ ନାବାଳିକାଙ୍କୁ ଏକ ଅଟୋରେ ଜୋରଜବରଦସ୍ତ ନେଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଥାନାରେ ଅଭିଯୋଗ ପରେ ପୋଲିସ ୩ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।ଗତ ରାତିରେ ଦୁଇ ନାବାଳିକା କିଛି ସାମଗ୍ରୀ କିଣିବାକୁ ରାଉରକେଲା ବଜାରକୁ ଆସିଥିଲେ। ବଜାରରୁ ଘରକୁ ଫେରୁଥିବାବେଳେ କିଛି ଯୁବକ ଘରେ ଛାଡିଦେବାକୁ କହି ଅଟୋରେ ଜଙ୍ଗଲକୁ ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ପରେ ପ୍ଲାଣ୍ଟସାଇଟ ଥାନା ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ୭ ଜଣ ଅଭିଯୁକ୍ତ ଘଟଣାସ୍ଥଳରେ ଉପସ୍ଥିତ ଥିବାବେଳେ ତିନି ଜଣ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତିନି ଅଭିଯୁକ୍ତଙ୍କୁ ପ୍ଲାଣ୍ଟ ସାଇଟ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!