Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଶ୍ମିରେଖା ଆତ୍ମହତ୍ୟା ଘଟଣା: ବୟଫ୍ରେଣ୍ଡ ସନ୍ତୋଷ ପାତ୍ରଙ୍କୁ ନୋଟିସ୍

by ସଞ୍ଜୟ ସ୍ୱାଇଁ
June 23, 2022
in Crime, State
ରଶ୍ମିରେଖା ଆତ୍ମହତ୍ୟା ଘଟଣା: ବୟଫ୍ରେଣ୍ଡ ସନ୍ତୋଷ ପାତ୍ରଙ୍କୁ ନୋଟିସ୍
92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଟେଲି ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ଘଟଣା । ବୟଫ୍ରେଣ୍ଡ୍ ସନ୍ତୋଷ ପାତ୍ରଙ୍କୁ ନୟାପଲ୍ଲୀ ଥାନା ପୋଲିସର ନୋଟିସ୍ ଜାରି । ଥାନାରେ ହାଜର ପାଇଁ ନୋଟିସ୍ ଜାରି କରିଛି ପୋଲିସ । ବୟଫ୍ରେଣ୍ଡ୍ ସନ୍ତୋଷ ପାତ୍ରଙ୍କୁ ହାଜର ପାଇଁ ତଦନ୍ତରେ ସହଯୋଗ କରିବାକୁ ଏହି ନୋଟିସ୍ ଜାରି କରିଛି ପୋଲିସ । ସୂଚନା ଥାଉକି, ରଶ୍ମିରେଖାଙ୍କ ସହ ଲିଭ୍ ଇନ୍ ରିଲେସନସିପ୍‌ରେ ରହୁଥିଲେ ସନ୍ତୋଷ । ସେପଟେ ମୃତ୍ୟୁ ଘଟଣା ଏବେ ନୂଆ ମୋଡ ନେଇଛି । କ୍ୟାପିଟାଲ୍‌ ହସ୍ପିଟାଲ୍‌ର ଏକ ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ରଶ୍ମିରେଖା ୩ ମାସର ଗର୍ଭବତୀ ଥିଲେ । ଯାହାକି ଘଟଣାକୁ ଭିନ୍ନ ମୋଡ଼ ଦେଇଛି । ଖବର ଅନୁଯାୟୀ, ଗତ ଶନିବାର ରଶ୍ମିରେଖା ଆତ୍ମହତ୍ୟା କରିଥିଲେ । ରବିବାର ଶବ ବ୍ୟବଚ୍ଛେଦ ହୋଇଥିଲା । ବ୍ୟବଚ୍ଛେଦ ବେଳେ ଜଣାପଡ଼ିଥିଲା ଅଭିନେତ୍ରୀ ରଶ୍ମିରେଖା ୧୨ରୁ ୧୪ ସପ୍ତାହ ଗର୍ଭବତୀ ଥିଲେ । ଏ ସଂପର୍କରେ ଶବ ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିଛି । ଉକ୍ତ ରିପୋର୍ଟ ଗୁରୁବାର କମିଶନରେଟ୍‌ ପୋଲିସ୍‌କୁ ହସ୍ତାନ୍ତର କରାଯିବ । ଏହି ଘଟଣା ବିଭିନ୍ନ ଦିଗକୁ ଇଙ୍ଗିତ କରୁଛି । ପୋଲିସ୍‌ ପୂର୍ବରୁ ଦେଇଥିବା ସୂଚନା ମୁତାବକ ରଶ୍ମିରେଖାଙ୍କ ମୃତ୍ୟୁର ୪୫ ଦିନ ପୂର୍ବରୁ ଉଭୟଙ୍କ କୋର୍ଟ ମ୍ୟାରେଜ୍‌ ହୋଇଥିଲା । ସେଥିରୁ ଜଣାପଡୁଛି ରଶ୍ମିରେଖା ଗର୍ଭବତୀ ହେବାପରେ ଜିଦ୍‌ ଧରିଥିଲେ ବିଧିମତେ ବାହା ହେବାକୁ । ତେବେ ପୁରୁଷ ବନ୍ଧୁ ସନ୍ତୋଷ ରାଜି ନଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!