Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ

by ସଞ୍ଜୟ ସ୍ୱାଇଁ
May 25, 2025
in State
ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
20
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ରଥଖଳାରେ ପହଞ୍ଚିଲା ରଥ ଅଖ ପାଇଁ ଆବଶ୍ୟକ ୪୦ ଫୁଟିଆ କାଠ । ରବିବାର ୩୨ଟି ୪୦ ଫୁଟିଆ କାଠ ଆସି ପହଞ୍ଚିଛି । ସେଥିରେ ୧୦ଟି ଧଉରା ଓ ୩୨ ଟି ଅସନ କାଠ ରହିଛି । ରବିବାର ବୌଦ୍ଧ ବନଖଣ୍ଡରୁ ୨ଟି ଟ୍ରକ୍ରେ କାଠ ଆସି ପୁରୀରେ ପହଞ୍ଚିଛି । ତିନି ରଥର ଅଖ ପାଇଁ ସମୁଦାୟ ୧୦୦ଟି ୪୦ ଫୁଟିଆ କାଠ ଆବଶ୍ୟକତା ରହିଛି । ସେଥିରୁ ୩୮ଟି କାଠ ପୂର୍ବରୁ ଆସିଥିବା ବେଳେ ବାକି ଆବଶ୍ୟକ କାଠ ପୁରୀରେ ପହଞ୍ଚିଛି ପାରିନଥିଲା । ଯାହାକୁ ନେଇ ମହାରଣା ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ତେବେ ଆଜି ବାକି କାଠରୁ ୩୨ଟି ୪୦ ଫୁଟିଆ କାଠ ପୁରୀରେ ପହଞ୍ଚିଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!