Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେବଳ ପୁରୀରେ ହେବ ରଥଯାତ୍ରା, ଅନ୍ୟସ୍ଥାନକୁ ହାଇକୋର୍ଟଙ୍କ ନା

by ସଞ୍ଜୟ ସ୍ୱାଇଁ
June 23, 2021
in Planning and Development, State
କେବଳ ପୁରୀରେ ହେବ ରଥଯାତ୍ରା, ଅନ୍ୟସ୍ଥାନକୁ ହାଇକୋର୍ଟଙ୍କ ନା
173
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ । ଅନ୍ୟ ସ୍ଥାନରେ ରଥଯାତ୍ରା ନେଇ ଦାୟର ପିଟିସନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ । କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ ସମେତ ଏକାଧିକ ପିଟିସନ୍ ହାଇକୋର୍ଟରେ ଦାୟର ହୋଇଥିଲା । ଆବେଦନକାରୀ କରୋନା କଟକଣା ଭିତରେ ରଥଯାତ୍ରା ନେଇ ଅନୁମତି ଦେବାକୁ ଦର୍ଶାଇଥିଲେ । ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁସାରେ କେବଳ ପୁରୀରେ ରଥଯାତ୍ରା ହେବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏବର୍ଷ କେବଳ ପୁରୀର ବିନା ଭକ୍ତରେ ରଥଯାତ୍ରା ପାଇଁ ଅନୁମତି ଦିଆଯାଇଛି । କରୋନା କଟକଣା ଭିତରେ ସମସ୍ତ ଆୟୋଜନ ହେବ । କୋଭିଡ୍ ନେଗେଟିଭ୍ ରିପୋର୍ଟ ଥିବା ସେବାୟତ, ପୋଲିସ କର୍ମଚାରୀ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମକର୍ତ୍ତାଙ୍କୁ ନେଇ ରଥଯାତ୍ରାକୁ ଅନୁମତି ମିଳିଛି । ରାଜ୍ୟର ଅନେକ ପୁଜକ, ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ ରଥଯାତ୍ରା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । କରୋନା ଦୃଷ୍ଟିକୁ ଦେଖି ହାଇକୋର୍ଟ ସମସ୍ତ ପିଟିସନକୁ ଖାରଜ କରିଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!