Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାପ୍ରଭୁଙ୍କ ରଥଯାତ୍ରା, ସେବାୟତଙ୍କୁ ନେଇ ଆଲୋଚନା

by ସଞ୍ଜୟ ସ୍ୱାଇଁ
June 4, 2025
in State
ମହାପ୍ରଭୁଙ୍କ ରଥଯାତ୍ରା, ସେବାୟତଙ୍କୁ ନେଇ ଆଲୋଚନା
27
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): କିପରି ସୁରୁଖୁରୁରେ ସରିବ ମହାପ୍ରଭୁଙ୍କ ରଥଯାତ୍ରା । ଶୃଙ୍ଖଳିତ ନୀତିକାନ୍ତି ସହ ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ପ୍ରସ୍ତାବ । ଗତକାଲି ପୁରୀ ଜିଲ୍ଲାପାଳଙ୍କ ଅଧ୍ଯକ୍ଷତାରେ ସମସ୍ତ ସେବାୟତଙ୍କୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରାଯାଇଥିଲା । ଆସନ୍ତା ୧୧ ତାରିଖ ଦେବସ୍ନାନ ପୁର୍ଣିମା । ରତ୍ନ ବେଦୀ ଛାଡି ପହଣ୍ଡି ହୋଇ ସ୍ନାନ ବେଦୀକୁ ବିଜେ କରିବେ ଦାରୁଦିଅଁ । ସ୍ନାନ ନୀତି ପରେ ଗଜାନନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଏଥିପାଇଁ ନୀତି ନିର୍ଘଣ୍ଟ କରାଯାଇଛି । ବରିଷ୍ଠ ଦଇତାପତି ସେବାୟତଙ୍କ ପ୍ରତ୍ୟେକ୍ଷ ନିର୍ଦ୍ଦେଶରେ ହେବ ସମସ୍ତ ନୀତିକାନ୍ତି । ଗତବର୍ଷ ଆଡପ ମଣ୍ଡପ ପହଣ୍ଡି ତ୍ରୁଟି ଯେପରି ପୁନରବୃତ୍ତି ନହୁଏ ସେଥିପାଇଁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ପାଉଣାକୁ ନେଇ ଅସନ୍ତୋଷ ବ୍ଯକ୍ତ କରିଥିବାବେଳେ ନିର୍ଦ୍ଧାରିତ ନୀତି ଅନୁଯାୟୀ ସମସ୍ତ କାମ ସୂଚାର ରୂପେ ସାରିବାକୁ ପ୍ରଶାସନକୁ ପ୍ରତିଶ୍ରୁତି ଦେଇଛନ୍ତି ସେବାୟତ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!