Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ରାଉଳଙ୍କ ପୀଠରେ ପୂଜାର୍ଚ୍ଚନା

by ସଞ୍ଜୟ ସ୍ୱାଇଁ
January 7, 2020
in Nayagarh
ବଡ଼ରାଉଳଙ୍କ ପୀଠରେ ପୂଜାର୍ଚ୍ଚନା
14
VIEWS
Share on FacebookShare on Twitter

ରଥକାଠ ସଂଗ୍ରହ ଆରମ୍ଭ

ନୟାଗଡ଼, (ବାଘୁଆବାର୍ତ୍ତା): ମହାପ୍ରଭୃ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ପାଇଁ ରଥ ନିର୍ମାଣ ନିମନ୍ତେ କାଠ ସଂଗ୍ରହ କରାଯିବା ପାଇଁ ଗତକାଲି ନୟାଗଡ଼ରେ ମହାପ୍ରଭୃଙ୍କ ଆଜ୍ଞାମାଳ ପହଂଚିଥିଲା । ଏହି ନୟାଗଡ ଜିଲ୍ଲା ଗଣିଆ ବଡମୂଳ ସ୍ଥିତ ମା’ ବଡରାଉଳ ଠାକୁରାଣୀଙ୍କ ପୀଠରେ ରଥକାଠ କାଟିବା ପାଇଁ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି । ଗତକାଲି ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଆସିଥିବା ୪ ଜଣିଆ ପ୍ରତିନିଧି ଦଳ ମହାପ୍ରଭୂ ଶ୍ରୀ ଜଗନ୍ନାଥଙ୍କ ଆଜ୍ଞାମାଳ, ମାହାର୍ଦ୍ଦ ଓ ପାଟପତନିଧରି ପୂର୍ବାହ୍ନ ପ୍ରାୟ ସାଢେ ୧୧ ଟାରେ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ରଥ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ, ନନ୍ଦିଘୋଷ ରଥ ମୁଖ୍ୟ ବିଶ୍ୱକର୍ମା ବିଜୟ ମହାପାତ୍ର, ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଏବଂ ଭୋଇ ସର୍ଦ୍ଦାର ରବିଭୋଇ ମା’ ବଡ ରାଉଳଙ୍କ ପୀଠରେ ପହଁଚିବା ପରେ ଘଂଟଘଟା ସହ ବିଶାଳ ସଂକୀର୍ତନ ଶୋଭାଯାତ୍ରା କରାଯାଇଥିଲା । ପରେ ଏସବୁ ଆଜ୍ଞାମାଳ ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍.ଡି ଏବଂ ଦଶପଲ୍ଲା ବନାଚଂଳ ଅଧିକାରୀ ସୋମନାଥ ନାୟକଙ୍କୁ ସମର୍ପି ଥିଲେ । ଏହାପରେ ମା’ଙ୍କ ଠାରେ ଲାଗି କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା । ହୋମଯଜ୍ଞ ସହ ମା’ ଙ୍କ ପୀଠରେ ନାନାଦି ଭୋଗ ଲାଗି କରାଯାଇଥିଲା । ଶେଷରେ ପୁରୀରୁ ଆସିଥିବା ଏହି ପ୍ରତିନିଧି ଦଳ ମା ଙ୍କୁ କାଠ କାଟିବା ପାଇଁ ଅନୁମତି ମାଗି ଫେରି ଯାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!