Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାମନବମୀରେ ରଥ କାଠ ଚିରଟର ଅନୁକୂଳ

by ସଞ୍ଜୟ ସ୍ୱାଇଁ
April 21, 2021
in State
ରାମନବମୀରେ ରଥ କାଠ ଚିରଟର ଅନୁକୂଳ
123
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ତିନିଜଣିଆ ଟିମ୍ କଟକ ଅଭିମୁଖେ ଯାତ୍ରା କରିଛନ୍ତି । କଟକ ଖପୁରିଆ ସ୍ଥିତ ମିଲରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ରଥ କାଠ ତତ୍ତ୍ୱାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଏହି ତିନି ଜଣିଆ ଟିମ୍ କଟକରେ ପହଁଚି ଚିରଟ ପ୍ରକ୍ରିୟାର ଅନୁକୂଳ କରିବେ । ତିନୋଟି ଧଉରା କାଠକୁ ଆଜିର ଦିନରେ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାର୍ଯ୍ୟ ଆରମ୍ଭ ହେବ । ସୂଚନାନୁସାରେ, ସରସ୍ୱତୀ ପୂଜାରେ ରଥକାଠ ପୂଜାର୍ଚ୍ଚନା କରାଯାଇଥିବା ବେଳେ ଆସନ୍ତା ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ହେବାର ପରମ୍ପରା ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!