Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ କଟକଣାରେ ବିନା ଭକ୍ତରେ ଅନୁଷ୍ଠିତ ହେବ ରଥଯାତ୍ରା

by ସଞ୍ଜୟ ସ୍ୱାଇଁ
July 8, 2021
in Health, State, Toursimi
କୋଭିଡ କଟକଣାରେ ବିନା ଭକ୍ତରେ ଅନୁଷ୍ଠିତ ହେବ ରଥଯାତ୍ରା
44
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚଳିତ ବର୍ଷ ରଥଯାତ୍ରା କୋଭିଡ କଟକଣା ରେ ବିନା ଭକ୍ତ ରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ର ଭର୍ଚୁଆଲ ସମୀକ୍ଷା ବୈଠକ କରିଛନ୍ତି । ପୁରୀ ଜିଲାପାଳଙ୍କ ଅଫିସରରେ ଥିବା ଭିଡ଼ିଓ କନ୍ଫରେନ୍ସ କାର୍ୟ୍ୟାଳୟରେ ଏହି ଭର୍ଚୁଆଲ ବୈଠକରେ ଅନେକ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ । ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସହ ପୁରୀ ଜିଲାପାଳ ସମର୍ଥ ବର୍ମା , ଏସପି କେ ବିଶାଳ ସିଂ, କେନ୍ଦ୍ରାଞ୍ଚଳ ଆଇ ଜି ନରସିଂହ ଭୋଳ, କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା, ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସ ବର୍ମା ଏହି ବୈଠକରେ ଉପସ୍ଥିତ ଥିଲେ। ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳା ରେ ହେବ ସେ ନେଇ ଆଲୋଚନା ହୋଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!