Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଥଯାତ୍ରା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
July 8, 2021
in State, Toursimi
ରଥଯାତ୍ରା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
63
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆଜି ରଥଯାତ୍ରା ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘୋଷଯାତ୍ରାକୁ ଶୃଙ୍ଖଳିତ କରିବାକୁ ବୈଠକରେ ଆଲୋଚନା କରାଯିବ। ଗତକାଲି ଭର୍ଚୁଆଲ ମାଧ୍ୟମରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ଆଇନ୍‌ ବିଭାଗର ବରିଷ୍ଠ ଅଧିକାରୀ ଜିଲ୍ଲାପାଳ, ଏସ୍‌ପିଙ୍କ ସମେତ ଶ୍ରୀମନ୍ଦିର ବହୁ ଅଧିକାରୀ ଯୋଗ ଦେଇଥିଲେ। ଗତବର୍ଷ ଭଳି ଚଳିତ ବର୍ଷ କୋଭିଡ୍ କଟକଣାରେ ନବଦିନାତ୍ମକ ଯାତ୍ରା ସାରିବାକୁ ପ୍ରସ୍ତୁତ ରହିଛି ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନ। ଯାତ୍ରା ସମୟରେ ତିନୋଟି ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯାଇଛି। ରଥଯାତ୍ରାରେ ନିୟୋଜିତ ସମସ୍ତ ସେବାୟତଙ୍କ କୋଭିଡ୍ ଟେଷ୍ଟ ହେବ। କୋଭିଡ୍ କଟକଣାର ଅନୁପାଳନ ସହ କେବଳ ସେବାୟତ ହିଁ ରଥ ଟାଣିବେ ବୋଲି ନିଷ୍ପତ୍ତି ହୋଇଛି। ସେହିପରି ସ୍ୱାସ୍ଥ୍ୟ ଓ ପାନୀୟ ଜଳ ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!