Monday, March 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ଲକ୍ଷ ହିତାଧିକାରୀଙ୍କ କଟିବ ରାସନକାର୍ଡ

by ସଞ୍ଜୟ ସ୍ୱାଇଁ
June 5, 2025
in State
୨୦ଲକ୍ଷ ହିତାଧିକାରୀଙ୍କ କଟିବ ରାସନକାର୍ଡ
170
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ପାଖାପାଖି ୨୦ଲକ୍ଷ ହିତାଧିକାରୀଙ୍କ କଟିବ ରାସନ କାର୍ଡ। ରାଜ୍ୟରେ ରାସନକାର୍ଡ ଧାରୀଙ୍କ ପାଇଁ ଇ-କେୱାଇସି ଯାଞ୍ଚକୁ ବାଧ୍ୟତାମୂଳକ କରିଛନ୍ତି ସରକାର। ଜୁନ ମାସରେ ଶେଷ ହେବାକୁ ଯାଉଛି ଇ-କେୱାଇସି ଅବଧି। ହେଲେ ଏବେ ବି ୨୦ଲକ୍ଷରୁ ଅଧିକ ହିତାଧିକାରୀ ଇ-କେୱାଇସି କରିନାହାଁନ୍ତି। ତେଣୁ ଚଳିତ ମାସରେ ଯେଉଁ ହିତାଧିକାରୀ ଇ-କେୱାଇସି ପ୍ରକ୍ରିୟା ଶେଷ କରିବେ ନାହିଁ। ସେମାନଙ୍କ ରାସନ କାର୍ଡ ବାତିଲ ହେବ। ପ୍ରାୟ ୨୦ ଲକ୍ଷ ହିତାଧିକାରୀ ଏଥିରୁ ବାଦ ପଡ଼ିବାର ସମ୍ଭାବନା ରହିଛି। ଗତ ୧୩ ବର୍ଷ ଧରି ନୂଆ ରାସନ କାର୍ଡ ଜାରି ହୋଇନାହିଁ। ନୂଆ ସରକାର ଗଠନ ପରେ ୧୭ ଲକ୍ଷ ନୂଆ ଆବେଦନ ପ୍ରାପ୍ତ ହୋଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!