Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଉ ନାହାନ୍ତି ସ୍ୱାଧିନତା ସଂଗ୍ରାମୀ ରତ୍ନାକର ନନ୍ଦ

by ସଞ୍ଜୟ ସ୍ୱାଇଁ
March 18, 2021
in Feature News, State
ଆଉ ନାହାନ୍ତି ସ୍ୱାଧିନତା ସଂଗ୍ରାମୀ ରତ୍ନାକର ନନ୍ଦ
244
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସ୍ୱାଧିନତା ସଂଗ୍ରାମରେ ସାମିଲ ହୋଇଥିବା ବୋଲଗଡ଼ ଅଂଚଳର ସ୍ୱାଧିନତା ସଂଗ୍ରାମୀ ରତ୍ନାକର ନନ୍ଦଙ୍କ ଆଜି ପରଲୋକ ହୋଇଛି । ତାଙ୍କର ପରଲୋକ ହୋଇଥିବା ଖବର ପାଇଁ ଉକ୍ତ ଅଂଚଳରେ ଶୋକାକୁଳ ପରିସ୍ଥିତି ଦେଖାଦେଇଛି । ସୂଚନାନୁସାରେ, ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଅଂଚଳର ରତ୍ନାକର ନନ୍ଦ ଦେଶ ସ୍ୱାଧିନତା ସଂଗ୍ରାମରେ ଅବଦାନ ଥିଲା । ତାଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୭ବର୍ଷ ହୋଇଥିଲା । ଶେଷ ସମୟରେ ସେ, ଭୁବନେଶ୍ୱରରେ ପୁଅ ଅଶୋକ କୁମାର ନନ୍ଦଙ୍କ ପାଖରେ ରହୁଥିଲେ । ବାର୍ଦ୍ଧକ୍ୟ କାରଣରୁ ତାଙ୍କର ପରଲୋକ ହୋଇଛି । ତାଙ୍କର ଅନ୍ତିମ ସଂସ୍କାର ସ୍ୱର୍ଗଦ୍ୱାରରେ ହୋଇଥିବା ବେଳେ ବଡ଼ ପୁଅ ଅଶୋକ କୁମାର ନନ୍ଦ ମୁଖାଗ୍ନି ଦେଇଥିଲେ । ସେହି ସମୟରେ ବନ୍ଦୁ ପରିଜନ ସମସ୍ତେ ଉପସ୍ଥିତ ରହିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!