Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାୟଗଡା SPଙ୍କୁ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ

by ସଞ୍ଜୟ ସ୍ୱାଇଁ
January 2, 2023
in Crime, State
ରାୟଗଡା SPଙ୍କୁ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ
66
VIEWS
Share on FacebookShare on Twitter

ରାୟଗଡା, (ବାଘୁଆବାର୍ତ୍ତା): ରାୟଗଡାରେ ୨ ଋଷ ପର୍ଯ୍ୟଟକଙ୍କ ମୃତ୍ୟୁ ମାମଲା । ରାୟଗଡା SPଙ୍କୁ ଜାତୀୟ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ । ୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ । କିପରି ଓ କେଉଁ ପରିସ୍ଥିତିରେ ମୁତ୍ୟୁ ହେଲା ରିପୋର୍ଟ ନିର୍ଦ୍ଦେଶ । ମତ୍ୟୁ ପଛର କାରଣ ଓ କାର୍ଯ୍ୟାନୁଷ୍ଠାନ ନେଇ ରିପୋର୍ଟ ତଲବ କରିଛନ୍ତି । ବହୁ ଚର୍ଚ୍ଚିତ ୨ ରୁଷ ପର୍ଯ୍ୟଟକ ମୃତ୍ୟୁ ଘଟଣାରେ ରାୟଗଡ଼ାରେ ଥିବା କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ ଜାରି ରଖିଛି । କ୍ରାଇମବ୍ରାଞ୍ଚ ଡିଏସପି ସରୋଜକାନ୍ତ ମହନ୍ତଙ୍କ ନେତୃତ୍ୱରେ ଆସିଥିବା ୧୨ଜଣିଆ ଟିମ୍ ମଧ୍ୟରେ ଆଜି ସାଇଣ୍ଟିଫିକ ଓ ଫରେନସିକ ଟିମ୍ କିନ୍ତୁ ସାମିଲ ହୋଇନାହାନ୍ତି । କେବଳ କ୍ରାଇମବ୍ରାଞ୍ଚ ଅଧିକାରୀ ସ୍ଥାନୀୟ ପୋଲିସ ସହିତ ସାକ୍ଷାତ କରି ପୁଣି କିଛି ତଥ୍ୟ ସଂଗ୍ରହ କରିଛନ୍ତି। ଏହାପରେ ହୋଟେଲ କର୍ମଚାରୀଙ୍କୁ ଜେରା କରିଥିବା ନଜରକୁ ଆସିଛି । ଅଲଗା ଅଲଗା ଭାବରେ ଡିଏସପି ସରୋଜକାନ୍ତ ମହାନ୍ତ ଓ ଇନ୍ସପେକ୍ଟର ମମତା ରାଣୀ ପଣ୍ଡାଙ୍କୁ ଜେରା କରି ସେମାନଙ୍କ ବୟାନ ରେକର୍ଡ କରିଛନ୍ତି । ଶନିବାର ଶ୍ମଶାନରୁ ୨ମୃତକଙ୍କ ପାଉଁଶରୁ ହାଡ଼ ଓ ଶରୀରର ଅନ୍ୟ ଅଂଶ ସଂଗ୍ରହ କରାଯାଇଛି । ତାହା ତଦନ୍ତ ପାଇଁ ଭୁବନେଶ୍ବର ପଠାଯାଇଛି। କ୍ରାଇମବ୍ରାଞ୍ଚ ଡିଏସପି ସରୋଜକାନ୍ତ ମହାନ୍ତ କହିଛନ୍ତି ଯେ, ହୋଟେଲ କର୍ମଚାରୀଙ୍କୁ ପଚରା ଉଚୁରା କରାଯାଇଛି । ତଦନ୍ତ ଆଗକୁ ମଧ୍ୟ ଜାରି ରହିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!