Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଇମୋହନଙ୍କ ଘରେ ପହଞ୍ଚିଲା ପୁଲିସର ଏକ ମହିଳା ଟିମ, କରିବେ ତଦନ୍ତ

by ସଞ୍ଜୟ ସ୍ୱାଇଁ
June 25, 2022
in Crime, State
ରାଇମୋହନଙ୍କ ଘରେ ପହଞ୍ଚିଲା ପୁଲିସର ଏକ ମହିଳା ଟିମ, କରିବେ ତଦନ୍ତ
123
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା ସସସ୍ପେନ ଉପରୁ ପରଦା ହଟାଇବ ପୋଲିସ । ପ୍ରାଚୀ ବିହାର ସ୍ଥିତ ରାଇମୋହନଙ୍କ ବାସଭବନରେ ପହଞ୍ଚିଲା କମିଶନରେଟ ପୋଲିସର ଏକ ମହିଳା ଟିମ୍ । ରାଇମୋହନଙ୍କ ରହସ୍ୟମୟ ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ । ତାଙ୍କର ଦୁଇ ଝିଅ ଓ ତାଙ୍କ ପତ୍ନୀ, ଜ୍ୱାଇଁ, ପୁତୁରାଙ୍କୁ ପଚରାଉଚରା କରାଯାଉଛି । ରାଇମୋହନଙ୍କ ମୃତ୍ୟୁ ପାଇଁ କିଏ ଦାୟୀ ? କାହିଁକି ଆତ୍ମହତ୍ୟା କଲେ ରାଇମୋହନ? ସେ କେଉଁ ପରିସ୍ଥିତିରେ ଏଭଳି ଚରମ ନିଷ୍ପତ୍ତି ନେଲେ ସେ ନେଇ ଖୋଳତାଡ଼ କରାଯିବ । କୌଣସି ପାରିବାରିକ ଅଶାନ୍ତି ଯୋଗୁଁ ଏଭଳି ଆତ୍ମହତ୍ୟା କଲେ କି ରାଇମୋହନ? ଏ ସବୁ ଦିଗକୁ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରୁଛି କମିଶନରେଟ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!