Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖରା ଛୁଟିରେ ବି ପାଠ ପଢିବେ ପିଲା

by ସଞ୍ଜୟ ସ୍ୱାଇଁ
April 18, 2023
in Education, State
ଖରା ଛୁଟିରେ ବି ପାଠ ପଢିବେ ପିଲା
588
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏଥର ଖରା ଛୁଟିରେ ବି ପାଠ ପଢିବେ ଛାତ୍ରଛାତ୍ରୀ। ଚଳିତ ବର୍ଷ ମେ ୪ ତାରିଖରୁ ଆରମ୍ଭ ହେଉଛି ଖରା ଛୁଟି। କାରଣ ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟ ସରକାର ଆରମ୍ଭ କରିବେ ଅବକାଶକାଳୀନ ଶିକ୍ଷା । ଖରା ଛୁଟିରୁ ଏହି ଅବକାଶକାଳୀନ ଶିକ୍ଷା ଆରମ୍ଭ ହେବ । ଏହାଦ୍ବାରା ଖରାଛୁଟିରେ ଛାତ୍ରଛାତ୍ରୀମାନେ ପାଠପଢା ସହିତ ଜଡିତ ରହିବେ। ସ୍କୁଲ ଖୋଲିଲା ପରେ ଯେମିତି ସେମାନଙ୍କୁ କୌଣସି ସମସ୍ୟା ନହେବ ସେଥିପ୍ରତି ଗୁରୁତ୍ବ ଦିଆଯାଇଛି। ଏଥିପାଇଁ ସ୍ବତନ୍ତ୍ର ସିଲାବସ କରାଯାଇଛି । କ୍ଲାସର ଛାତ୍ରଛାତ୍ରୀଙ୍କୁ ନେଇ ପୃଥକ୍ ପୃଥକ୍ ଗ୍ରୁପ କରାଯାଇଛି । ପ୍ରତି ଗ୍ରୁପର ମନିଟର କରିବେ ଜଣେ ଶିକ୍ଷକ । ଅବକାଶକାଳୀନ ସିଲାବସ ଅନୁସାରେ କେତେ ପାଠ ଛାତ୍ରଛାତ୍ରୀ ପଢ଼ିଛନ୍ତି, ସେନେଇ ଫୋନରେ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ଶିକ୍ଷକ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!