Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର

by ସଞ୍ଜୟ ସ୍ୱାଇଁ
January 28, 2024
in NATIONAL NEWS, Politics
ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର
115
VIEWS
Share on FacebookShare on Twitter

ପାଟନା, (ବାଘୁଆବାର୍ତ୍ତା): ଇସ୍ତଫା ଦେଲେ ନୀତୀଶ କୁମାର । ବିହାର ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାରଙ୍କ ଇସ୍ତଫା । ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି । ପୂର୍ବରୁ ପ୍ରସ୍ତୁତି ଅନୁଯାୟୀ, ବିଜେପି ସହିତ ମିଶି ସରକାର ଗଠନ କରିବ ଜେଡିୟୁ । ଆଜି ଅପରାହ୍ଣ ୪ଟା ସୁଦ୍ଧା ଶପଥ ଗ୍ରହଣ ଉତ୍ସବ । ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!