Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଅବସର ଘୋଷଣା କଲେ ଧୱନ

by ସଞ୍ଜୟ ସ୍ୱାଇଁ
August 24, 2024
in NATIONAL NEWS, Sports
ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଅବସର ଘୋଷଣା କଲେ ଧୱନ
47
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଶନିବାର ଅବସର ଘୋଷଣା କରିଛନ୍ତି କ୍ରିକେଟର୍‌ ଶିଖର ଧାୱନ୍‌। ସେ ପ୍ରଶଂସକମାନଙ୍କ ପାଇଁ ଏକ ଭାବପ୍ରବଣ ସୋସିଆଲ୍‌ ମିଡିଆ ପୋଷ୍ଟ୍‌ କରି ତାଙ୍କ ଅବସର ସଂପର୍କରେ ସୂଚନା ଦେଇଛନ୍ତି। ସେ ସମସ୍ତ ପ୍ରକାରର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ଧୱନ ୨୦୨୨ ମସିହାରେ ଶେଷ ଥର ପାଇଁ ବାଂଲାଦେଶ ବିପକ୍ଷରେ ଏକ ଦିବସୀୟ ମ୍ୟାଚ୍‌ ଖେଳିଥିଲେ। ସେ ତାଙ୍କ କ୍ୟାରିୟର୍‌ ଭିତରେ ପାଇଥିବା ସମର୍ଥନ ହେତୁ ସମସ୍ତଙ୍କୁ ନିଜର କୃତଜ୍ଞତା ଜ୍ଞାପନ କରିଛନ୍ତି। ଧୱନ ମାଇକ୍ରୋବ୍ଲଗିଂ ସାଇଟ୍‌ ଏକ୍ସରେ ଏକ ଭିଡିଓ ପୋଷ୍ଟ୍‌ କରି ତାଙ୍କୁ ଦେଖିଥିବା ଭଲପାଇବା ହେତୁ ସମସ୍ତ ପ୍ରଶଂସକଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି କି ‘‘ଯେବେ ବି ମୁଁ ପଛକୁ ଦେଖୁଛି ଖାଲି ସ୍ମୃତି ପାଉଛି। ଭାରତ ପାଇଁ ଖେଳିବା ମୋର ସ୍ବପ୍ନ ଥିଲା। ସେ ସପ୍ନକୁ ମୁଁ ଜୀଇଁଛି ବି। ମୁଁ ଅନେକ ଲୋକଙ୍କ ନିକଟରେ କୃତଜ୍ଞ। ବି‌‌‌ଶେଷ କରି ମୋ ପରିବାର, ମୋ ପିଲାଦିନର କୋଚ୍‌ ଓ ପରେ ମୋ ଟିମ୍‌ ନିକଟରେ ମୁଁ କୃତଜ୍ଞ।’’

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!