Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଳ ଚଳାଚଳ ବିକାଶର ପଥ ପଦର୍ଶକ : ଅରୁଣ

by ସଞ୍ଜୟ ସ୍ୱାଇଁ
December 26, 2019
in Planning and Development
ରେଳ ଚଳାଚଳ ବିକାଶର ପଥ ପଦର୍ଶକ : ଅରୁଣ
26
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ମାନଚିତ୍ରରେ ଆଜିଠାରୁ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହେବା ସହ ରେଳ ଚଳାଚଳ ବିକାଶର ପଥ ପଦର୍ଶକ ରେଳ ଚଳାଚଳ ଶୁଭାରମ୍ଭ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ମନ୍ତ୍ରୀ ଅରୁଣ କୁମାର ସାହୁ ତାଙ୍କ ବକ୍ତବ୍ୟରେ କହିଛନ୍ତି । ପଶ୍ଚିମ ଓଡ଼ିଶା ଓ ପୂର୍ବ ଓଡ଼ିଶା ମଧ୍ୟରେ ଖୋର୍ଦ୍ଧା ବଲାଙ୍ଗିରୀ ରେଳପଥ ସଂଯୋଗତାର ମୁଖ୍ୟ ମାଧ୍ୟମ ହେବ ବୋଲି କହିବା ସହ ଏହି ରେଳପଥ ନିର୍ମାଣ ପାଇଁ ଶୀବାଜି ପଟ୍ଟନାୟକ, ପିନାକୀ ମିଶ୍ର, ସୈାମ୍ୟ ରଂଜନ ପଟ୍ଟନାୟକ ଏବଂ ପସନ୍ନ ପାଟ୍ଟଶାଣୀଙ୍କ ଆନ୍ଦୋଳନ ଓ ଧାରଣାକୁ ମନ୍ତ୍ରୀ ସ୍ମରଣ କରିଥିଲେ । ଏହା ସହିତ ବିକାଶ ପାଇଁ ଏକତା ଦରକାର । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମ ରହିଲେ ରାଜ୍ୟର ଅନେକ ବିକାଶ ଘଟିବ ବୋଲି ମନ୍ତ୍ରୀ କହିଛନ୍ତି । ବହୁ ରେଳ ହିତାଧିକାରୀଙ୍କ ମଧ୍ୟରୁ ମୁଁ ଜଣେ ବୋଲି ମନ୍ତ୍ରୀ କହିବା ସହିତ ପ୍ରତି ମାସରେ ଅନୁନ୍ୟ ପାଂଚରୁ ଛଅ ଥର ଭୂବନେଶ୍ୱରରୁ ନୟାଗଡ଼କୁ ଯାତ୍ରା କରୁଥିବା କହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!