Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫ ଦିନିଆ ରିମାଣ୍ଡରେ ନାଇଜେରୀୟ ଜେଜେ ରେମଣ୍ଡ

by ସଞ୍ଜୟ ସ୍ୱାଇଁ
March 25, 2025
in Crime, State
୫ ଦିନିଆ ରିମାଣ୍ଡରେ ନାଇଜେରୀୟ ଜେଜେ ରେମଣ୍ଡ
84
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ରିମାଣ୍ଡରେ ନାଇଜେରୀୟ ଜେଜେ ରେମଣ୍ଡ । ବ୍ଲାକମେଲ୍‌ ଯୋଗୁଁ ଆତ୍ମହତ୍ୟା ମାମଲାରେ ନାଇଜେରୀୟ ଜେଜେ ରେମଣ୍ଡଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ପୋଲିସ । ଶତାଧିକ ବ୍ଲାକମେଲ୍‌ ଘଟଣାର ଛାନ୍‌ଭିନ୍‌ କରି ପୋଲିସ । ଖବର ଅନୁଯାୟୀ, କଟକ ଦରଘାବଜାର ଥାନା ଅଞ୍ଚଳରେ ଜଣେ ମହିଳା ଡାକ୍ତର ବ୍ଲାକ୍‌ମେଲ୍ ଜାଲରେ ଛନ୍ଦି ଆତ୍ମହତ୍ୟା କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଦିଲ୍ଲୀରୁ ଅଭିଯୁକ୍ତ ନାଇଜେରୀୟ ସାଇବର ଠକକୁ ଗିରଫ କରିଥିଲା । ଗିରଫ ପରେ ଅଭିଯୁକ୍ତକୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ମାମଲାର ଶୁଣାଣି କରି ଜେଜେ ରେମଣ୍ଡକୁ ୫ ଦିନିଆ ରିମାଣ୍ଡରେ ନେଇଛି ପୋଲିସ । ରିମାଣ୍ଡ ସମୟରେ ପୋଲିସ ଆର୍ଥିକ କାରବାର ନେଇ ଜେରା କରିବା ସହ ଏହି ଲିଙ୍କରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ଅଧିକ ତଥ୍ୟ ହାସଲ ପାଇଁ ପ୍ରୟାସ ଜାରି ରଖିଛି ଦରଘାବଜାର ଥାନା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!