Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକ ସଂଘ ପକ୍ଷରୁ ସାମ୍ୱାଦିକଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳୀ ସଭା ଓ ନୀରବ ପ୍ରାର୍ଥନା ସହ ସ୍ମୃତିଚାରଣ କଲେ ସମାଜସେବୀ

by ସଞ୍ଜୟ ସ୍ୱାଇଁ
September 29, 2021
in State
ସାମ୍ବାଦିକ ସଂଘ ପକ୍ଷରୁ ସାମ୍ୱାଦିକଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳୀ ସଭା ଓ ନୀରବ ପ୍ରାର୍ଥନା ସହ ସ୍ମୃତିଚାରଣ କଲେ ସମାଜସେବୀ
62
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ମହିଳା ମହାବିଦ୍ୟାଳୟ ପରିସରରେ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ବିଶିଷ୍ଟ ସମାଜସେବୀ ସାମ୍ବାଦିକା ତଥା ଜଗନ୍ନାଥ ଚେତନାର ଭାଗ୍ୟକାର ସ୍ବର୍ଗତ ଡଃ ମନୋରମା ମହାପାତ୍ର, ଯୁବ ସାମ୍ବାଦିକ ସ୍ବର୍ଗତ ଅରିନ୍ଦମ ଦାସ ଓ ଓଡ୍ରାପ ଯବାନ ସ୍ବର୍ଗତ ସୀତାରାମ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସାମ୍ବାଦିକ ସନାତନରାୟଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳୀ ସଭାରେ ମୁଖ୍ୟ ଅତିଥିଭାବେ ଆଠଗଡ଼ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମୁଖ୍ୟ ବକ୍ତା ସାହିତ୍ୟିକ ହୁସେନ ରବି ଗାନ୍ଧୀ, ସମ୍ମାନିତ ଅତିଥି ଭାବେ ସମାଜର ପୂର୍ବତନ ସମ୍ପାଦକ ପ୍ରମୋଦ ମହାପାତ୍ର, ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ସଂଯୁକ୍ତା ମହାପାତ୍ର, ସଂଗିତା ମହାପାତ୍ର ଆଠଗଡ଼ ଉପଖଣ୍ଡ ସାମ୍ବାଦିକ ସଂଘର ସଭାପତି ଯଶୋବନ୍ତ ବାରିକ ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ଦିବଙ୍ଗତ ମନୋରମା ମହାପାତ୍ର , ଅରିନ୍ଦମ ଦାସ ,ସୀତାରାମ ମୁର୍ମୁଙ୍କ ଫଟୋ ଚିତ୍ରରେ ପ୍ରଦିପ ପ୍ରଜ୍ବଳନ କରି ମାଲ୍ୟାର୍ପଣ କରିଥିଲେ । ପରେ ସେମାନଙ୍କ ଉଦ୍ଦେସ୍ୟରେ ୨ ମିନିଟି ନୀରବ ପ୍ରାଥନା କରାଯାଇଥିଲା । ଏହି କାର୍ୟ୍ୟକ୍ରମକୁ ସଂଯୋଜନା କରିଥିଲେ ସାମ୍ବାଦିକ ନୀଳକଣ୍ଠ ଦୋରା । ଅନ୍ୟମାନଙ୍କ ମଧ୍ୟରେ ଆଠଗଡ଼, ତିଗିରିଆ,ବଡମ୍ବା , ନରସିଂହ ପୁର ସମସ୍ତ ସାମ୍ବାଦିକ ଯୋଗ ଦେଇଥିଲେ । ଶେଷରେ ସାମ୍ବାଦିକ ସତ୍ୟ ପ୍ରକାଶ ରଥ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ୟ୍ୟକ୍ରମକରେ ଆଠଗଡ ଉପଖଣ୍ଡ ତିଗିରିଆ , ବଡମ୍ବା , ନରସିଂହପୁର ,ଆଠଗଡ ସାମ୍ବାଦିକ ମାନେ ଯୋଗଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!