Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମର୍ପଣ (ବୃଦ୍ଧାଶ୍ରମ)ରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ

by ସଞ୍ଜୟ ସ୍ୱାଇଁ
January 27, 2025
in Nayagarh, State
ସମର୍ପଣ (ବୃଦ୍ଧାଶ୍ରମ)ରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ
135
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୬ ତମ ସାଧାରଣତନ୍ତ୍ର ଦିବସ। ରଣପୁରର ମାନ୍ଯବର ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ସତ୍ଯ ନାରାୟଣ ପ୍ରଧାନ ଅତିଥି ଭାବେ ଯୋଗଦେଇ ଆଶ୍ରମ ଅନ୍ତେବାସୀ ଓ ସଦସ୍ଯ ମାନଙ୍କ ଗହଣ ରେ ଜାତୀୟ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମ୍ରୁତି ଚାରଣ କରିବା ସହିତ ଆଶ୍ରମ ପରିଚାଳନା କମିଟି ସଦସ୍ଯ ମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ, ସଦସ୍ଯ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ଶ୍ରୀକାନ୍ତ ପଟ୍ଟନାୟକ,ରାଧେଶ୍ଯାମ ମୋହତା ,ଦୁର୍ଯ୍ଯୋଧନ ସାହୁ ସମେତ ପ୍ଳେସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!