Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଧାରଣତନ୍ତ୍ର ଦିବସ, ଜାଣନ୍ତୁ କେଉଁଠିକୁ ଯିବେ କେଉଁ ମନ୍ତ୍ରୀ, ନୟାଗଡ଼ରେ ମନ୍ତ୍ରୀ ସମ୍ପନ୍ଦ ସ୍ୱାଇଁ

by ସଞ୍ଜୟ ସ୍ୱାଇଁ
January 21, 2025
in Nayagarh, State
ସାଧାରଣତନ୍ତ୍ର ଦିବସ,  ଜାଣନ୍ତୁ କେଉଁଠିକୁ ଯିବେ କେଉଁ ମନ୍ତ୍ରୀ, ନୟାଗଡ଼ରେ ମନ୍ତ୍ରୀ ସମ୍ପନ୍ଦ ସ୍ୱାଇଁ
402
VIEWS
Share on FacebookShare on Twitter

ନୟାଗଡ (ବାଘୁଆବାର୍ତ୍ତା): ଆସନ୍ତା ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ବିଭିନ୍ନ ଜିଲ୍ଲାରେ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ପାଇଁ ଅତିଥି ତାଲିକା ପ୍ରକାଶ ପାଇଛି । ଏହା ସହିତ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ମଧ୍ୟ ଲିଷ୍ଟ ଜାରି କରାଯାଇଛି । କଟକରେ ପତାକା ଉତ୍ତୋଳନ କରିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାବ୍ୟତୀତ ପୁରୀରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ବାକି ଖୋର୍ଦ୍ଧାରେ ଉତ୍ତୋଳନ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେହିପରି ସୁନ୍ଦରଗଡ଼ରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ସୁବର୍ଣ୍ଣପୁରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ, କୋରାପୁଟରେ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ, ଜଗତସିଂହପୁରରେ କୃଷ୍ଣଚନ୍ଦ୍ର ପାତ୍ର, ଯାଜପୁରରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ରାୟଗଡ଼ାରେ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାଲେଶ୍ଵରରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ନୂଆପଡ଼ାରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଢେଙ୍କାନାଳରେ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମାଲକାନଗିରିରେ ମତ୍ସ୍ୟସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନୟାଗଡ଼ରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏତଦ୍ ବ୍ୟତୀତ ଅନଗୁଳ, ବାରିପଦା, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ଦେଓଗଡ଼, ଛତ୍ରପୁର, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର, ଏବଂ ଫୁଲବାଣୀରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!