Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକଙ୍କ ପରଲୋକ

by Anil Panda
October 5, 2020
in Nayagarh
ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକଙ୍କ ପରଲୋକ
1.3k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୁରାଳ ଗ୍ରାମ ବେଙ୍ଗେଇସାହିର ଆଦର୍ଶ ଶିକ୍ଷକ ଆର୍ତ୍ତବନ୍ଧୁ ମିଶ୍ରଙ୍କର ଆଜି ବୟସାଧିକ କାରଣରୁ ମୃତ୍ୟୁ ଘଟିଛି । ସେ ଅଂଚଳର ଜଣେ ଜଚ୍ଚାଶୁଣା ତଥା ସୁପରିଚିତ ବ୍ୟକ୍ତିତ୍ୱ ଥିଲେ । ତାଙ୍କର ମୃତ୍ୟୁକୁ ନେଇ ଅଂଚଳରେ ଗଭୀର ଶୋକର ଛାୟା ଖେଳି ଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!