Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କମଳ କୁମାରୀ ଦେଇଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
May 31, 2021
in Nayagarh
କମଳ କୁମାରୀ ଦେଇଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
274
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ କମଳ କୁମାରୀ ଦେଇଙ୍କୁ ବିଦ୍ୟାଳୟ କମିଟି ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ସେ ୧୯୮୬ ମସିହା ଅକ୍ଟୋବର ୧ ତାରିଖରେ ଗୋପୀନାଥପୁର ପ୍ରାଥମିକ ବିଦ୍ୟାଳୟେ ରଶିକ୍ଷକତା ଆରମ୍ଭ କରିଥିବା ବେଳେ ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ୨୦୧୪ ମସିହା ଅଗଷ୍ଟ ୨୮ ତାରିଖରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ ଯୋଗ ଦେଇ ସେହି ସ୍କୁଲରୁ ଅବସର ନେଇଥିଲେ । ଆଜିର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ନୂଆଗାଁ ହାଇସ୍କୁଲ ପ୍ରଧାନ ଶିକ୍ଷକ କୁଳମଣି ନାୟକ, ନୂଆଗାଁ ସମିତି ସଭ୍ୟ ରମେଶ ଚନ୍ଦ୍ର ପ୍ରଧାନ, ସାଂସଦ ପ୍ରତିନିଧି ବିଜୟ କୁମାର ଶାସମଲ, ଶିକ୍ଷକ ଶିଶିର କୁମାରସ ।ହୁ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଅରୁଣ କୁମାର ପ୍ରଧାନ ଏବଂ ବିଦ୍ୟାଳୟର ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ତେବେଶ୍ରୀ ଦେଇଙ୍କର ବିଦ୍ୟାଳୟ ପ୍ରତିଥିବା ସ୍ନେହ ଓ ଭଲପାଇବା ଏକ ଅପୂରଣୀୟ କ୍ଷତି ହୋଇଥିବା ଅତିଥିମାନେ ମତ ପ୍ରକାଶ କରିଥିବା ବେଳେ ସ୍ୱଚ୍ଛ ମନ ନେଇ କାମ କଲେ ସବୁ କାର୍ଯ୍ୟ ସୁରୁଖୁରୁରେ ହୋଇଯିବ ବୋଲି ଶ୍ରୀ ଦେଇ ଶିକ୍ଷୟତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!