Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
May 1, 2026
in Nayagarh
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
0
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ବଉଳସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନମୋହନ ସେଠି ଏବଂ ନାଗମୁଣ୍ଡୁଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ନିତ୍ୟାନନ୍ଦ ସାହୁଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବଉଳସାହି ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦର୍ଶନ ବରାଡ଼ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସେଠି ଜଣେ ଆଦର୍ଶ ଶିକ୍ଷକ ଏବଂ ତାଙ୍କର କର୍ତ୍ତବ୍ୟ ପରାୟଣତା ପାଇଁ ସବୁଦିନ  ମନେ ରହିବେ ବୋଲି ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ଓକେସିଏଲ, ଭୁବନେଶ୍ୱର ଏବଂ କମ୍ପୁଟର ଲର୍ଣ୍ଣି ସେଣ୍ଟର, ଶଙ୍ଖେଇ ଦ୍ୱାରା ଆୟୋଜିତ ଅଲମ୍ପିଆଡ ପ୍ରତିଯୋଗିତାରେ ବଉଳସାହି ବିଦ୍ୟାଳୟର ୧୦ ଜଣ ଛାତ୍ରଛାତ୍ରୀଙ୍କୁ  ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ନାଗମୁଣ୍ଡୁଳି ବିଦ୍ୟାଳୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ପ୍ରଧାନ ଶିକ୍ଷକ ପ୍ରମୋଦ ପୃଷ୍ଟି ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ନେତା ବିପିନ ବିହାରୀ ଦାସ, ସୁରେଶ ସେଠି, ଚିତ୍ତରଞ୍ଜନ ଦାଶ, ରବୀନ୍ଦ୍ର ମହାନ୍ତି, ଗଣେଶ ଦୋରା,ଜଗତ କୃଷ୍ଣ ସାହୁ, ଅବିନାଶ ମଳିକ ପ୍ରମୁଖ ଉପସ୍ଥିତ ରହି ସହକାରୀ ଶିକ୍ଷକ ନିତ୍ୟାନନ୍ଦ ସାହୁଙ୍କ ଅବସର କାଳୀନ ଜୀବନ ସୁସ୍ଥ ଏବଂ ନିରାମୟରେ ଅତିବାହିତ ହେଉ ବୋଲି ପ୍ରାର୍ଥନା କରିଥିଲେ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!