Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝିଅ ଟଙ୍କାରେ ରାତାରାତି ମାଲାମାଲ ହୋଇଛନ୍ତି ପ୍ରିୟଙ୍କାଙ୍କ ପରିବାର

by ସଞ୍ଜୟ ସ୍ୱାଇଁ
May 21, 2025
in State
ଝିଅ ଟଙ୍କାରେ ରାତାରାତି ମାଲାମାଲ ହୋଇଛନ୍ତି ପ୍ରିୟଙ୍କାଙ୍କ ପରିବାର
234
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ତେଜରାତି ଦୋକାନରୁ କୋଟିପତି । ତେଜରାତି ଦୋକାନ କରିଥିବା ପୁରୀର ୟୁଟ୍ୟୁବର ପ୍ରିୟଙ୍କାଙ୍କ ବାପା ଏବେ କୋଟିପତି । ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରି ୟୁଟ୍ୟୁବର୍ ଜ୍ୟୋତି ମାଲହୋତ୍ରା ଗିରଫ ହେବାପରେ ପୁରୀର ୟୁଟ୍ୟୁବର୍ ପ୍ରିୟଙ୍କା ପୁଲିସ ସ୍କାନରକୁ ଆସିଛନ୍ତି । ପୁଲିସର ଏକ ଟିମ୍ ପ୍ରିୟଙ୍କାଙ୍କ ଘରକୁ ଯାଇ ଘନ ଘନ ପଚରାଉଚରା କରି ଜେରା କରୁଛି । ପୁଲିସ ପ୍ରିୟଙ୍କା ସମେତ ତାଙ୍କ ବାପା ରାଜକିଶୋର ସେନାପତି ଓ ଅନ୍ୟମାନଙ୍କୁ ମଧ୍ୟ ଜେରା କରୁଛି । ତେବେ ପ୍ରିୟଙ୍କାଙ୍କ ପରିବାରର ହଠାତ୍ ଏତେ ଗୁଡ଼ିଏ ସମ୍ପତ୍ତି ବଢ଼ିଯିବା ନେଇ ସ୍ଥାନୀୟ ଅଞ୍ଚଳରେ ସନ୍ଦେହ ସୃଷ୍ଟି । ପୂର୍ବରୁ ତେଜରାତି ଦୋକାନ କରିଥିବା ରାଜକିଶୋର ଖୁବ୍ କମ ଦିନ ମଧ୍ୟରେ ହୋଟେଲ ବ୍ୟବସାୟ କରି ଏକରୁ ଅଧିକ ହୋଟେଲକୁ ହାତକୁ ନେଇଛନ୍ତି । ପାରିଜାତ ନାମରେ ଏହି ହୋଟେଲ ବ୍ୟବସାୟ ଆଗକୁ ଯାଉଛି । ପୂର୍ବରୁ ଆର୍ଥିକ ଅନଟନରେ ଚଳୁଥିବା ପ୍ରିୟଙ୍କାଙ୍କ ପରିବାରର ଖୁବ୍ କମ୍ ଦିନରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇଛି । ତେଣୁ ପ୍ରିୟଙ୍କାଙ୍କ ପରିବାରର ସମସ୍ତଙ୍କ ନାମରେ ଥିବା ବ୍ୟାଙ୍କ ଆକାଉଣ୍ଟକୁ ତଦନ୍ତ ପରିସରଭୁକ୍ତ କରାଯାଉ ବୋଲି ସାଧାରଣରେ ଦାବି ହୋଇଛି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!