Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଟିଏ ପରିବାରର ୧୨ଜଣ ନଦୀରେ ବୁଡିଗଲେ !

by ସଞ୍ଜୟ ସ୍ୱାଇଁ
July 9, 2021
in Feature News
ନଦୀରେ ବୁଡ଼ି ଯୁବକ ନିଖୋଜ
120
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଅଯୋଧ୍ୟାର ଗୁପ୍ତାର ଘାଟକୁ ଆସିଥିବା ଗୋଟିଏ ପରିବାରର ୧୨ଜଣ ସଦସ୍ୟ ବୁଡ଼ି ଯିବାର ଖବର ସାମ୍ନାକୁ ଆସିଛି। ଏଥିରେ ମହିଳା ଓ ଶିଶୁ ବି ରହିଥିବା ସୂଚନା ମିଳିଛି। ଏହି ପରିବାର ସରୟୁକୁ ନଦୀକୁ ସ୍ନାନ ପାଇଁ ଆସିଥିଲେ। ଏହି ସମୟରେ ଏହି ଅଘଟଣ ଘଟି ଯାଇଥିବା କୁହାଯାଉଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉଦ୍ଧାର କାର୍ଯ୍ୟ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଘଟଣା ଆଗ୍ରାରେ ଘଟିଥିବା କୁହାଯାଉଛି। ପରିବାର ୧୫ଜଣ ସଦସ୍ୟ ସରୟୁ ନଦୀର ଗୁପ୍ତାର ଘାଟକୁ ସ୍ନାନ ପାଇଁ ଯାଇଥିଲେ। ‌ସେତେବେଳେ ନଦୀର ସ୍ରୋତ ଅଧିକ ଥିବାରୁ କିଛି ଜଣ ଭାସି ଯାଇଥିଲେ। ଭାସି ଯାଉଥିବା ଲୋକଙ୍କୁ ବଞ୍ଚାଇବା ପାଇଁ ଅନ୍ୟମାନେ ଚେଷ୍ଟା କରୁଥିବା ବେଳେ ସେମାନେ ବି ଭାସି ଯାଇଥିଲେ। ଭାସି ଯାଉଥିବା ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟଲୋକେ ଘାଟ ନିକଟକୁ ଆସି ପୁଲିସକୁ ଖବର ଦେଇଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!