ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ରଣପୁର କୋର୍ଟ କାର୍ଯ୍ୟାଳୟକୁ ୩ ଦିନ ପାଇଁ ଜିଲ୍ଲାପାଳ ଡ. ପୋମା ଟୁଡୁ ସଟ୍ଡାଉନ୍ ଘୋଷଣା କରିଛନ୍ତି । ଏଠାରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା କାରଣରୁ ସଂମ୍ପୂର୍ଣ୍ଣ କାର୍ଯ୍ୟାଳୟକୁ ବିଶୋଧନ କରିବା ପାଇଁ ଆଜି ଦିନ ୧୨ ଘଟିକାଠାରୁ ୨୬ ତାରିଖ ସକାଳ ୯ ଘଟିକା ପର୍ଯ୍ୟନ୍ତ ସଟ୍ଡାଉନ୍ ଘୋଷଣା କରିଛନ୍ତି ।






