Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା ନିର୍ମାଣରେ ବାଧକ ସାଜିଛନ୍ତି ପଡ଼ୋଶୀ ଗ୍ରାମବାସୀ

by ସଞ୍ଜୟ ସ୍ୱାଇଁ
January 6, 2020
in Feature News
10
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାସ୍ତା ନିର୍ମାଣରେ ବାଧକ ସାଜିଛନ୍ତି ପଡ଼ୋଶୀ ଗ୍ରାମବାସୀ । ଏଭଳି ଅଭିଯୋଗ ଆଣିଛନ୍ତି ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଧାମୋହନପୁର ଗ୍ରାମର ଲୋକମାନେ । ରାଜସ୍ୱ ଗ୍ରାମର ମାନ୍ୟତା ମିଳିବା ପରେ ୧୯୭୬ ମସିହାରୁ ଗ୍ରାମବାସୀ ରାଧାମୋହନପୁରଠାରୁ ବାଲିଆ ପର୍ଯ୍ୟନ୍ତ ଥିବାକୁ ରାସ୍ତାକୁ ବ୍ୟବହାର କରୁଥିବା ବେଳେ ଏହି ରାସ୍ତାର ଉନ୍ନତୀ ତଥା ନିର୍ମାଣ ପାଇଁ ଟଙ୍କା ମଞ୍ଜୁର ହୋଇଛି । ମାତ୍ର ବାଲିଆ ଗ୍ରାମର କେତେକ ଖଳ ପ୍ରକୃତି ଲୋକ ଉକ୍ତରାସ୍ତା ନିର୍ମାଣରେ ବାଧକ ସାଜୁଛନ୍ତି । ଉପରୋକ୍ତ ରାସ୍ତା ବାଲିଆ ମୋଜାରେ ଥିବାରୁ ସେମାନେ ଏହାକୁ ବିରୋଧ କରୁଛନ୍ତି । ଯାହା ଫଳରେ ରାସ୍ତା ନିର୍ମାଣ ପାଇଁ ବିଭାଗୀୟ ତରଫରୁ ଗଦା ହୋଇଥିବା ବାଲି, ମେଣ୍ଟାଲ, ଚିପ୍ସ ଇତ୍ୟାଦି ପଡ଼ି ରହି ନଷ୍ଟ ହେଉଥିବା ଅଭିଯୋଗ ହୋଇଛି । ରାସ୍ତା ନିର୍ମାଣ ହୋଇପାରୁ ନଥିବାରୁ ଗ୍ରାମବାସୀମାନେ ଅତ୍ୟନ୍ତ ହଇରାଣ ହେଉଥିବା ଜଣାପଡ଼ିଛି । ଏହି ବିବାଦକୁ ଶାନ୍ତି ପୂର୍ଣ୍ଣ ଉପାୟରେ ସମାଧାନ କରାଇ ରାସ୍ତା ନିର୍ମାଣ ନିମନ୍ତେ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!