Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଡ଼କ ସୁରକ୍ଷା ସପ୍ତାହ ପାଇଁ ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
January 7, 2020
in Feature
13
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ଗୃହରେ ସଡ଼କ ସୁରକ୍ଷା ସପ୍ତାହ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ ଯୋଗଦେଇଥିବା ବେଳେ ଆସନ୍ତା ୧୧ରୁ ୧୭ ତାରିଖ ସଡ଼କ ସୁରକ୍ଷା ସପ୍ତାହ ପାଳନ ବିଷୟରେ ଆଲୋଚନା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସହିତ ସରକାରଙ୍କ ଟ୍ରାଫିକ ନିୟମର ପ୍ରଚାର ଓ ପ୍ରସାର, ହେଲେମେଟ ପିନ୍ଧିବା ନେଇ ସଚେତନତା କାର୍ଯ୍ୟକ୍ରମ କରାଯିବାକୁ ସ୍ଥିର ହୋଇଛି । ବିଗତ ବର୍ଷ ଅପେକ୍ଷା ବର୍ତ୍ତମାନ ଦୁର୍ଘଟଣା କମିଥିବା ମତ ପ୍ରକାଶ ପାଇଛି । ଏହି ବୈଠକରେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ, ଘରୋଇ ବସ ମାଲିକ ସଂଘ, ବିଭିନ୍ନ ଶିକ୍ଷାନୁଷ୍ଠାନର କର୍ମକର୍ତ୍ତା, ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଯୋଗ ଦେଇ ମତାମତ ରଖିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!