Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମସ୍ୟା ହେଲା ସମାଧାନ

by ସଞ୍ଜୟ ସ୍ୱାଇଁ
February 6, 2021
in Feature News
ସମସ୍ୟା ହେଲା ସମାଧାନ
304
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ସଦରଥାନା ଅନ୍ତର୍ଗତ ଆଦିବାସୀ ଅଧୂଷିତ ମାଳିସାହି ଏବଂ ଢେଙ୍କେଣା ପଞ୍ଚାୟତରେ ସୃଷ୍ଟି ହୋଇଥିବା ସମସ୍ୟାକୁ ଆଜି ଜିଲ୍ଲା ପ୍ରଶାସନ ସମାଧାନ କରିଛି । ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ୧୭ ଖଣ୍ଡ ମୈାଜାବାସୀ ଏବଂ ଗୁଡ଼ୁପାଙ୍ଗୀ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ ଜିଲ୍ଲାପାଳଙ୍କ ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍.ଡି, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଏସ୍ଡିପିଓ ଶୁଭେନ୍ଦୁ ସିହ୍ନା ପ୍ରମୂଖ ଉପସ୍ଥିତ ରହି ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଆଲୋଚନା ମାଧ୍ୟମରେ ରାସ୍ତା ସମସ୍ୟାର ସମାଧାନ ହୋଇଛି । ବଳଭଦ୍ରପୁର ଗ୍ରାମ ଦେଇ ରହିଥିବା ରାସ୍ତା ଛାଡ଼ିବାକୁ ଗୁଡ଼ୁପାଙ୍ଗୀ ଗ୍ରାମବାସୀ ରାଜି ହୋଇଥିବା ବେଳେ ୭ ଖଣ୍ଡ ଗ୍ରାମବାସୀ ବନ୍ଦ କରିଥିବା ଗୁଡ଼ୁପାଙ୍ଗୀ ଗ୍ରାମବାସୀ ଖୋଲିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!