Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
September 13, 2024
in Crime, State
ନାତି ବାଇକ୍‌ରୁ ଖସି ଚାଲିଗଲା ଜେଜଙ୍କ ଜୀବନ
184
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଲିଙ୍ଗରାଜ ଷ୍ଟେସନ ରୋଡ଼ ସ୍ଥିତ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ୟୁନିଟ ୮ ଅଂଚଳର ନବ ନାୟକ। ଆଜି ସକାଳେ ଲିଙ୍ଗରାଜ ଷ୍ଟେସନ ରୋଡ଼ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଯୁବକଙ୍କ ବେକରେ ରଶି ଲାଗିଥିବା ଦେଖିବାକୁ ମିଳିଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଇଛି। ତେବେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ି ନାହିଁ। ମୃତକଙ୍କ ପରିବାର ଲୋକଙ୍କୁ ଘଟଣା ସଂପର୍କରେ ଖବର ଦିଆଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!