Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍

by ସଞ୍ଜୟ ସ୍ୱାଇଁ
April 21, 2025
in Accident, State
ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍
51
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗୋପ ଚାରିଛକ ରୋଡ଼ ବସ୍ତି ନିକଟରେ ଦୁର୍ଘଟଣା । ୧୨ବର୍ଷର ଛାତ୍ର ଉପରେ ଚଢ଼ିଗଲା ମାଲ୍ ବୋଝେଇ ଟ୍ରକ୍ । ଛାତ୍ର ଜଣକ ଗୋପ ବସ୍ତି ଅଞ୍ଚଳର ମହମଦ ଜୁନେଦ (ନବମ ଶ୍ରେଣୀର ଛାତ୍ର) ବୋଲି ଜଣାପଡ଼ିଛି । ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଉତ୍ୟକ୍ତ ଲୋକେ ଗୋପ ଚାରିଛକଠାରେ ରାସ୍ତାରୋକ କରିଛନ୍ତି । ସୂଚନା ମୁତାବକ, ଗୋପ ବସ୍ତି ଅଞ୍ଚଳର ମହମଦ ଜୁନେଦ ବଜାରକୁ ଯାଉଥିଲେ । ଏହି ସମୟରେ ହଠାତ ଏକ ମାଲ୍ ବୋଝେଇ ଟ୍ରକ୍ ଆସି ତାଙ୍କ ଉପରେ ଚଢିଯାଇଥିଲା । ଟ୍ରକ୍‌ଟି ତାଙ୍କ ଗୋଡ଼ ଉପରେ ଚଢିଯାଇଥିବାରୁ ସେ ଯନ୍ତ୍ରଣାରେ ଚିତ୍କାର କରିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଛାତ୍ରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ସେପଟେ ଦୁର୍ଘଟଣା ପରେ ଉତ୍ୟକ୍ତ ଲୋକେ ଗୋପ ଚାରିଛକ ରାସ୍ତାରୋକ କରିଥିଲେ । ଏନେଇ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ସେଠାରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଘଟଣାର ତଦନ୍ତ କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!