Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦ୍ୱିତୀୟ ଥର ବାପା ହେଲେ ରୋହିତ ଶର୍ମା

by ସଞ୍ଜୟ ସ୍ୱାଇଁ
November 16, 2024
in NATIONAL NEWS, Sports
ଦ୍ୱିତୀୟ ଥର ବାପା ହେଲେ ରୋହିତ ଶର୍ମା
322
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଅଷ୍ଟ୍ରେଲିଆ ଗସ୍ତରୁ ଖୁସି ଖବର ଦେଲେ ଟିମ୍ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା । ସେ ଦ୍ବିତୀୟ ସନ୍ତାନର ବାପା ହୋଇଛନ୍ତି। ପତ୍ନୀ ରିତିକା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ବର୍ଡର ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଟିମ୍ ଅଷ୍ଟ୍ରେଲିଆ ଗସ୍ତ କରି ଅଭ୍ୟାସ ଜାରି ରଖିଛି । ହେଲେ ରିତିକାଙ୍କ ପାଇଁ ରୋହିତ ଏପର୍ଯ୍ୟନ୍ତ ଦଳରେ ଯୋଗ ଦେଇନାହାନ୍ତି । ସେ ମୁମ୍ବାଇରେ ରହି ଅଭ୍ୟାସ ଜାରି ରଖିଛନ୍ତି । ପ୍ରଥମେ କୁହାଯାଉଥିଲା କି ରୋହିତ ଶର୍ମା ପ୍ରଥମ ଟେଷ୍ଟ ଖେଳିବେ ନାହିଁ। ଏବେ ସେ ବାପା ହେବା ପରେ ପର୍ଥ ଟେଷ୍ଟ ଖେଳିବେ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!