Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋଟାରୀ କ୍ଲବକୁ ‘ଉତ୍କର୍ଷ ଆହାର ପରିଚାଳନା’ ପୁରସ୍କାର

by ସଞ୍ଜୟ ସ୍ୱାଇଁ
December 19, 2020
in Nayagarh
ରୋଟାରୀ କ୍ଲବକୁ ‘ଉତ୍କର୍ଷ ଆହାର ପରିଚାଳନା’ ପୁରସ୍କାର
172
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ରେ ଆହାର କେନ୍ଦ୍ର ପରିଚାଳନା କରୁଥିବା ନୟାଗଡ଼ ରୋଟାରୀ କ୍ଲବକୁ ରୋଟାରୀ ଜିଲ୍ଲା ଗଭର୍ଣ୍ଣର ରୋଟାରିଆନ୍ ସୈାମ୍ୟରଂଜନ ମିଶ୍ର ଉତ୍କର୍ଷ ଆହାର ପରିଚାଳନା ପୁରସ୍କାର ପ୍ରଦାନ କରିଛନ୍ତି । ସ୍ଥାନୀୟ ରୋଟାରୀ କ୍ଲବ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସେକ୍ରେଟାରୀ ଜେନେରାଲ ରୋଟାରିଆନ୍ ପ୍ରସନ୍ନ କୁମାର ଲେଙ୍କା ଯୋଗ ଦେଇ ଉକ୍ତ ସମ୍ମାନ ଜନକ ପୁରସ୍କାରକୁ କ୍ଲବର ସଭାପତି ରୋଟାରିଆନ୍ ନିରୁପମା ପଟ୍ଟନାୟକଙ୍କୁ ଅର୍ପଣ କରିଛନ୍ତି । ବରିଷ୍ଠ ରୋଟାରିଆନ୍ ତଥା ମୁଖ୍ୟ ସଂଯୋଜକ ପ୍ରମୋଦ ପଟ୍ଟନାୟକଙ୍କୁ ରୋଟାରୀ ସେବା ସମ୍ମାନ ପ୍ରଦାନ କରିବା ସଙ୍ଗେ ସଙ୍ଗେ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ପାଇଁ ନୟାଗଡ଼ ରୋଟାରୀ କ୍ଲବ ପାଇଁ ବିଦାୟୀ ସଭାପତି ଇଂ ମଦନ ମୋହନ ମହାପାତ୍ରଙ୍କୁ ଅନନ୍ୟ କ୍ଲବ ସମ୍ମାନ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କ୍ଲବର ସଂଯୋଜକ ମିହିରି ରଂଜନ ନାୟକ ଏବଂ ଆଗାମୀ ବର୍ଷର ସଭାପତି ଧିରେନ୍ଦ୍ର ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!