Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାରା ରୋପଣ କଲେ ରୋଟାରୀ କ୍ଲବ୍ କର୍ତ୍ତୃପକ୍ଷ

by ସଞ୍ଜୟ ସ୍ୱାଇଁ
July 8, 2021
in Feature News, Nayagarh
ଚାରା ରୋପଣ କଲେ ରୋଟାରୀ କ୍ଲବ୍ କର୍ତ୍ତୃପକ୍ଷ
121
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ୭୨ତମ ବନମହୋତ୍ସ ସପ୍ତାହ ଅବସରରେ ନୟାଗଡ଼ ରୋଟାରୀ କ୍ଲବ ପକ୍ଷରୁ ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷାନୁଷ୍ଠାନ କେନ୍ଦ୍ର ପରିସରରେ ଆମ୍ବ, ପଣସ, ପିଜୁଳି, ଜାମ୍ମୁ ଇତ୍ୟାଦି ବିଭିନ୍ନ କିଷମର ଚାରା ରୋପଣ କରାଯାଇଛି । ରୋଟାରୀକଆନ୍ ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ ପ୍ରଥମେ ଆମ୍ବ ଚାରା ରୋପଣ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ରୋଟାରୀ କ୍ଲବର ସଭାପତି ଧିରେନ୍ଦ୍ର ପଟ୍ଟନାୟକ, ସଂପାଦକ ମିହିର ରଂଜନ ନାୟକ, ପୂର୍ବତନ ସଭାପତି ନିରୁପମା ପଟ୍ଟନାୟକ, ମଦନ ମୋହନ ମହାପାତ୍ର, ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ରଣଜିତ୍ ଦାଶ, ବଜେନ୍ଦ୍ର ଚନ୍ଦ୍ର ପଟ୍ଟନାୟକ, ପ୍ରବୀର କୁମାର ପୃଷ୍ଟି, ଲକ୍ଷ୍ମୀନାରାୟଣ ରଥ, ପ୍ରସନ୍ନ ବସନ୍ତିଆ ପ୍ରମୁଖ ଉପସ୍ଥିତ ଚାରା ରୋପଣ କରିବାରେ ସହାୟତା କରିଥିଲେ । ଆଦର୍ଶ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ଶ୍ରୀଧର ସାହୁ ଓ ଗୁରୁମା, ଗୁରୁଜୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ଆୟୋଜନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!