Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋଟାରୀ କ୍ଲବ ଏବଂ ୟୁନିଟେକ କଲେଜ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ

by ସଞ୍ଜୟ ସ୍ୱାଇଁ
March 8, 2022
in Feature News
ରୋଟାରୀ କ୍ଲବ ଏବଂ ୟୁନିଟେକ କଲେଜ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ
116
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରୋଟାରୀ କ୍ଲବ ଏବଂ ୟୁନିଟେକ କଲେଜ, ନୟାଗଡର ମିଳିତ ଆନୁକୂଲ୍ୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମର ମୂଖ୍ୟ ଅତିଥି ସହକାରୀ କୃଷି ଅଧିକାରୀ ମୁକ୍ତିଲିନା ମୋନିକା, ନୟାଗଡ଼ ରୋଟାରୀ କ୍ଲବର ସଭାପତି ରୋଟାରିଆନ ଧିରେନ୍ଦ୍ର ପଟ୍ଟନାୟକ ଏବଂ ଇନରହୁଇଲ କ୍ଲବର ସଭାପତି ସ୍ମିତା ସ୍ବାଇଁ, ଆୟୋଜିତ ସଭାରେ ଉଦବୋଧନ ଦେଇ ନାରୀ ସଶକ୍ତିକରଣ ଉପରେ ଗୁରୁତ୍ବ ଦବା ସହ ଉପସ୍ଥିତ ଛାତ୍ରୀ ମାନଙ୍କର ଉଜ୍ଜ୍ବଳ ଭବିଷ୍ୟତର କାମନା କରିଥିଲେ । ଏହି ସଭାକୁ ପରିଚାଳନା କରିଥିଲେ ୟୁନିଟେକ କଲେଜର ନିର୍ଦ୍ଧେଶକ ରୋଟାରିଆନ ପ୍ରବୀର ପୃଷ୍ଟି । ଆଜିର ଏହି କାର୍ୟ୍ୟକ୍ରମ ଅବସରରେ ଛାତ୍ରୀମାନଙ୍କୁ ନେଇ ଏକ ତର୍କ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । କାର୍ୟ୍ୟକ୍ରମକୁ ସରସ ସୁନ୍ଦର କରିବା ପାଇଁ ପ୍ରେରଣାଦାୟୀ ସଙ୍ଗୀତ ଗାନ କରିଥିଲେ ଅନୁଷ୍ଠାନର ଛାତ୍ରୀମାନେ । ଛାତ୍ରୀ ସମୁହଙ୍କ ଦ୍ଵାରା ପ୍ରସ୍ତୁତ ଚିତ୍ର ଏବଂ ମହିଳା ଦିବସ ପାଇଁ ପ୍ରସ୍ତୁତ ବାର୍ତ୍ତା ଅତ୍ୟନ୍ତ ଉଚ୍ଚକୋଟୀର ଥିଲା । ପରିଶେଷରେ କୃତି ଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ୟୁନିଟେକ କଲେଜର ଅଧ୍ୟାପକ ଏବଂ କର୍ମଚାରୀ ମାନେ ଏହି କାର୍ୟ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!