Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଉରକେଲାରୁ ୩ ଯୁବତୀଙ୍କ ସହ ୬ ନାବାଳିକା ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 21, 2021
in State
ରାଉରକେଲାରୁ ୩ ଯୁବତୀଙ୍କ ସହ ୬ ନାବାଳିକା ଉଦ୍ଧାର
63
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ରାଉରକେଲାରୁ ୩ ଯୁବତୀଙ୍କ ସହ ୬ ନାବାଳିକା ଉଦ୍ଧାର । ବୁଧବାର ରାତି ପ୍ରାୟ ୮ଟା ୩୦ମିନିଟ୍ ରେ ରାଉରକେଲା ବସଷ୍ଟାଣ୍ଡରୁ ଉଦ୍ଧାର କରିଛି ପୋଲିସ । ରାଉରକେଲା ପ୍ଲାଣ୍ଟ ସାଇଟ୍ ଥାନା ପୋଲିସ ବସଷ୍ଟାଣ୍ଡରୁ ଏମାନଙ୍କୁ ଉଦ୍ଧାର କରିଛି । ଏମାନଙ୍କୁ ଅଧିକ ରୋଜଗାରର ପ୍ରଲୋଭନ ଦେଖାଇ ଆନ୍ଧ୍ର ପ୍ରଦେଶର ବିଜୟଓ୍ବାଡାର ଏକ ଚିଙ୍ଗୁଡି ଫ୍ୟାକ୍ଟ୍ରିକକୁ ନିଆଯାଉଥିଲା । ଉଦ୍ଧାର ୩ ଯୁବତୀଙ୍କ ସହ ୬ ନାବାଳିକା ବଣେଇ ଏବଂ କୋଇଡା ଅଞ୍ଚଳର ବୋଲି ଜଣାପଡିଛି । ଏମାନଙ୍କୁ ନେଉଥିବା ଦୁଇ ଦଲାଲଙ୍କୁ ପୋଲିସ ଅଟକ ରଖିଥିବା ବେଳେ ଉଦ୍ଧାର ଯୁବତୀଙ୍କ ସହ ନାବାଳିକାଙ୍କୁ ପୋଲିସ ହେପାଜତରେ ରଖାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!