Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପିଲି-ଡେଲାଙ୍ଗ ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ

by ସଞ୍ଜୟ ସ୍ୱାଇଁ
October 5, 2021
in State
ପିପିଲି-ଡେଲାଙ୍ଗ ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ
100
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଶପଥ ନେଲେ ରୁଦ୍ର ମହାରଥୀ। ପିପିଲି-ଡେଲାଙ୍ଗ ବିଧାୟକ ଭାବେ ଆଜି ଶପଥ ନେଲେ ରୁଦ୍ର ମହାରଥୀ। ବିଧାନସଭାରେ ଶପଥପାଠ କରାଇଲେ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର। ଗତ ୩ ତାରିଖରେ ପିପିଲିରେ ଭୋଟ ଗଣତି ହୋଇଥିଲା। ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୦ ହଜାରରୁ ଅଧିକ ଭୋଟରେ ହରାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରୁଦ୍ର ମହାରଥୀ । ଶପଥ ନେବା ପରେ ରୁଦ୍ର କହିଛନ୍ତି, ବାପାଙ୍କ ଦେହାନ୍ତ ପରେ ଅନେକ ଅଧୁରା କାମ ବଳକା ରହି ଯାଇଛି ତାହାକୁ ଆଗ ପୂରା କରିବି । ସବୁ ପଞ୍ଚାୟତକୁ ଯିବି ସମସ୍ୟା ବୁଝିବା ସହ ସମାଧାନ କରିବାକୁ ଚେଷ୍ଟା କରିବି । କିଛି ପ୍ରଲୋଭନ କି ପ୍ରତିଶ୍ରୁତି ଦେଇ ଆସିନଥିଲି, ମାଟି ପାଇଁ କାମ କରିବାକୁ କହିକି ଆସିଥିଲି ଆଉ ମାଟି ପାଇଁ କାମ ନିଶ୍ଚୟ କରିବି । ପିପିଲିବାସୀ ଏତେ ଭଲପାଇବା ଦେଇ ମୋତେ ବିଧାୟକ ଭାବେ ନିର୍ବାଚିତ କରିଛନ୍ତି । ତେଣୁ ସେମାନଙ୍କ ଭଲପାଇବା ଓ ଭରସାକୁ କେବେ ଭାଙ୍ଗିବି ନାହିଁ । ଶପଥ ନେବା ପରେ ସମସ୍ତ ପିପିଲିବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ରୁଦ୍ର ମହାରଥୀ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!