Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅପରାହ୍ନ ୩.୩୦ରେ ଟଣା ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ

by ସଞ୍ଜୟ ସ୍ୱାଇଁ
April 9, 2021
in Feature News
ଅପରାହ୍ନ ୩.୩୦ରେ ଟଣା ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ
108
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଅପରାହ୍ନ ୩ଟା ୩୦ରେ ଟଣା ହେବ। ଚଳିତ ବର୍ଷ ରୁକୁଣା ରଥଯାତ୍ରା ନେଇ ଟ୍ରଷ୍ଟ ବୋର୍ଡ ଏନେଇ ନିଷ୍ପତ୍ତି ହୋଇଛି। କୋଭିଡ ମାର୍ଗଦର୍ଶିକା ଅନୁଯାୟୀ ରଥ ଉପରେ ୨୦-୨୫ ସେବାୟତ ଏବଂ ରଥଟଣାରେ ମୋଟ ୧୦୦ ଜଣ ସେବାୟତ ଓ ପୁଲିସ ନିୟୋଜିତ ରହିବେ। ଗୋଟିଏ ଦିନରେ ରଥ ପଂହଚିବା ସହ ୭ଟା ସୁଦ୍ଧା ପଂହଚିବା ନେଇ ନୀତି ନିର୍ଘଣ୍ଟ ଧାର୍ଯ୍ୟ କରାଯାଇଛି। ରଥଯାତ୍ରାରେ ନିୟୋଜିତ ସମସ୍ତ ସେବାୟତ ପୁଲିସ ମାନଙ୍କର ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ। ସେହିପରି ମାଉସୀ ମା’ ମନ୍ଦିରରୁ ବାହୁଡ଼ା ଦିନ ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥଟଣା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!