Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସୁଚନା, ଯୁକ୍ତ ୩ ନାମଲେଖା ନିୟମରେ ପରିବର୍ତ୍ତନ

by ସଞ୍ଜୟ ସ୍ୱାଇଁ
August 24, 2024
in Education, State
ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସୁଚନା, ଯୁକ୍ତ ୩ ନାମଲେଖା ନିୟମରେ ପରିବର୍ତ୍ତନ
92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଛାତ୍ରୀଛାତ୍ର ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ। ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ୱେବସାଇଟ ଆଉଥରେ ଖୋଲାଯାଇଛି। ଆସନ୍ତାବର୍ଷଠୁ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!