Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧିମା ଓଭର ପାଇଁ ଋଷଭ ପନ୍ତଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜୋରିମାନା

by ସଞ୍ଜୟ ସ୍ୱାଇଁ
April 1, 2024
in NATIONAL NEWS, Sports
ଧିମା ଓଭର ପାଇଁ ଋଷଭ ପନ୍ତଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜୋରିମାନା
34
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଦିଲ୍ଲୀ କ୍ୟାପିଟାଲ୍‌ସ ଅଧିନାୟକ ଋଷଭ ପନ୍ତଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜୋରିମାନା ପଡ଼ିଛି। ରବିବାର (ମାର୍ଚ୍ଚ ୩୧) ଚେନ୍ନାଇ ସୁପର କିଙ୍ଗସ ବିପକ୍ଷ ମ୍ୟାଚ୍‌ରେ ଧିମା ଓଭର (ସ୍ଲୋ ଓଭର) ରେଟ୍ ଯୋଗୁ ତାଙ୍କ ଉପରେ ଏହି ଜୋରିମାନା ହୋଇଛି। ଗୁଜରାଟ ଟାଇଟନ୍ସ ଅଧିନାୟକ ଶୁବମନ ଗିଲ୍‌ଙ୍କ ପରେ ପନ୍ତ ହେଉଛନ୍ତି ଦ୍ୱିତୀୟ ଅଧିନାୟକ ଯାହାଙ୍କ ଉପରେ ଧିମା ଓଭର ରେଟ୍ ଯୋଗୁ ଜୋରିମାନା ହୋଇଛି। ରୋଚକ କଥା ହେଉଛି, ଶୁବମନ ଗିଲ୍‌ଙ୍କୁ ମଧ୍ୟ ଚେନ୍ନାଇ ସୁପର କିଙ୍କସ ବିପକ୍ଷ ମ୍ୟାଚ୍ ବେଳେ ଧିମା ଓଭର ଯୋଗୁ ଜୋରିମାନା କରାଯାଇଥିଲା। ପନ୍ତଙ୍କୁ ସତର୍କ ରହିବାକୁ ପଡ଼ିବ। ଆଉ ଦୁଇଟି ଭୁଲ୍ ହେଲେ ତାଙ୍କୁ ଗୋଟିଏ ମ୍ୟାଚ୍‌ରୁ ନିଲମ୍ବିତ ହେବାକୁ ପଡ଼ିପାରେ। ଯେହେତୁ ଏହା ତାଙ୍କର ପ୍ରଥମ ଭୁଲ ଥିଲା, ତେଣୁ ଦିଲ୍ଲୀ କ୍ୟାପିଟାଲ୍‌ସ ଅନ୍ୟ ଖେଳାଳିଙ୍କ ଉପରେ ଜୋରିମାନା ହୋଇନାହିଁ। ଗତକାଲି ଚେନ୍ନାଇକୁ ୨୦ ରନ୍‌ରେ ପରାସ୍ତ କରିଥିଲା ଦିଲ୍ଲୀ କ୍ୟାପିଟାଲ୍‌ସ। ଦଳ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୫ଟି ୱିକେଟ୍ ହରାଇ ୧୯୧ ରନ୍ କରିଥିବା ବେଳେ ଚେନ୍ନାଇ ସୁପର କିଙ୍ଗସ ୬ ୱିକେଟ ହରାଇ ୧୭୧ ରନ୍ କରିଥିଲା। ଋଷଭ ପନ୍ତ ୩୨ଟି ବଲ୍‌ରୁ ୪ଟି ଚୌକା ଓ ୩ଟି ଛକା ସହାୟତାରେ ୫୧ ରନ୍ କରିଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!