Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟାଡମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ପାଇବେ ଏକଲବ୍ୟ ପୁରସ୍କାର, ମିଳିବ ନଗଦ ୫ ଲକ୍ଷ ଟଙ୍କା ଏବଂ ମାନପତ୍ର

by ସଞ୍ଜୟ ସ୍ୱାଇଁ
October 24, 2021
in Sports, State
ବ୍ୟାଡମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ପାଇବେ ଏକଲବ୍ୟ ପୁରସ୍କାର, ମିଳିବ ନଗଦ ୫ ଲକ୍ଷ ଟଙ୍କା ଏବଂ ମାନପତ୍ର
83
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବ୍ୟାଡମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ପାଇବେ ଏକଲବ୍ୟ ପୁରସ୍କାର । ୨୦୨୧ ପାଇଁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବେ ଋତୁପର୍ଣ୍ଣା । ଏକଲବ୍ୟ ପୁରସ୍କାର ଜୁରୀ କମିଟିରେ ଋତୁପର୍ଣ୍ଣାଙ୍କ ନାଁ ଚୟନ କରାଯାଇଛି । ପୁରସ୍କାର ସ୍ୱରୂପ ଋତୁପର୍ଣ୍ଣାଙ୍କୁ ମିଳିବ ନଗଦ ୫ ଲକ୍ଷ ଟଙ୍କା ଏବଂ ମାନପତ୍ର । ସେହିଭଳି ଫୁଟବଲ୍ ଖେଳାଳି ପ୍ୟାରୀ ଖାଖା ଓ ସାଇକେଲ ଚାଳିକା ସ୍ୱାସ୍ତି ସିଂ ଉପବିଜେତା ହୋଇଛନ୍ତି । ଉଭୟ ପ୍ୟାରୀ ଓ ସ୍ୱାସ୍ତିଙ୍କୁ ୫୦ ହଜାର ଲେଖାଏଁ ପୁରସ୍କାର ଏବଂ ମାନପତ୍ର ମଧ୍ୟ ମିଳିବ । ଇମ୍ଫା ପରିଚାଳିତ ‘ଇମ୍ଫାକ୍ଟ’ ଦ୍ୱାରା ୧୯୯୩ରେ ପ୍ରତିଷ୍ଠିତ ଏକଲବ୍ୟ ପୁରସ୍କାର ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!