Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି

by ସଞ୍ଜୟ ସ୍ୱାଇଁ
May 23, 2025
in State
୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି
121
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା। ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!